ନବରଙ୍ଗପୁର ଠାରେ ଜନ୍ମଗତ ବକ୍ରପାଦ ଅସ୍ତ୍ରୋପଚାର ଆକଳନ ଶିବିର ଅନୁଷ୍ଠିତ
ନବରଙ୍ଗପୁର : ଆଜି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ନବରଙ୍ଗପୁର ଜିଲ୍ଲା ଚିକିତ୍ସାଳୟ ପରିସରରେ ଅବସ୍ଥିତ ଜିଲ୍ଲା ଦିବ୍ୟାଙ୍ଗ ପୁନର୍ବାସ କେନ୍ଦ୍ର ଠାରେ ଜିଲ୍ଲାର ସମସ୍ତ ଜନ୍ମଗତ ବକ୍ରପାଦକୁ ଅସ୍ତ୍ରୋପଚାର ମାଧ୍ୟମରେ ଚିକିତ୍ସା କରିବା ପାଇଁ ଏକ ନିରୀକ୍ଷଣ ଶିବିର!-->…