କୋଷାଗୁମୁଡ଼ା ପଞ୍ଚାୟତ ସମିତି ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ନବରଙ୍ଗପୁରଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ…

ନବରଙ୍ଗପୁର : ଆଜି କୋଷାଗୁମୁଡ଼ା ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପଜିଲ୍ଲାପାଳ ପ୍ରକାଶ ମିଶ୍ର,ଜିଲ୍ଲା…

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଉପସ୍ଥାପନ, ୧୬ ଟି ନୂଆ ଯୋଜନାର ବ୍ୟବସ୍ଥା

ଭୁବନେଶ୍ୱର : ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ସ୍ବପ୍ନ ଦେଖୁଥିବା ମୋହନ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଆଜି ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ବ୍ୟୟବରାଦ ଯେଭଳି ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଏବଂ ସବୁ ବର୍ଗର ଲୋକଙ୍କ ପାଇଁ ଖର୍ଚ୍ଚ ହେବି ସେପରି ବ୍ୟବସ୍ଥା…

୨୦୨୫-୨୬ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍

ଭୁବନେଶ୍ଵର: ମୋହନ ସରକାର ତାଙ୍କ ଦ୍ବିତୀୟ ବଜେଟ୍ ଆଜି ବିଧାନସଭାରେ ଉପସ୍ଥାପନ କରିଛନ୍ତି । ବିଧାନସଭାରେ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ କରିଛନ୍ତି । ଆସନ୍ତୁ ଜାଣିବା କଣ ରହିଛି ବଜେଟ ଓ କେଉଁ ବିଭାଗକୁ କେତେ…

ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଥିବା ଏକ ଶିବିରରେ ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଘଟିବା ପରେ ତୁରନ୍ତ ଆୟତ୍ତ କରିବା ପାଇଁ…

ଆରମ୍ଭ ହେଲା ମା’ ରାମଚଣ୍ଡୀ ମହୋତ୍ସବ : ବର୍ଣ୍ଣାଳୀ ହୋତା ମୁଖ୍ୟ ଆକର୍ଷଣ, ଝୁମିଲେ ଦର୍ଶକ

ଛତ୍ରପୁର : ଗଞ୍ଜାମ ବ୍ଲକ ଅନ୍ତର୍ଗତ ନୀଳାଦ୍ରିପୁର (କରପଡ଼ା) ଋଷିକୂଲ୍ୟା ତଟ ପ୍ରସିଦ୍ଧ ଶକ୍ତିପୀଠ ମା' ରାମଚଣ୍ଡୀଙ୍କ ମନ୍ଦିର ପ୍ରତିଷ୍ଠାର ଦ୍ଵିତୀୟ ବାର୍ଷିକୀ ଉତ୍ସବ ଅବସରରେ " ମା ରାମଚଣ୍ଡୀ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏହି ମହୋତ୍ସବକୁ ରାଜ୍ୟର ଇସ୍ପାତ ଓ ଖଣି ତଥା ବାଣିଜ୍ୟ ଓ…

୧୨ ହସ୍ପିଟାଲରରେ ନାହିଁ ଆଇସିୟୁ ବ୍ୟବସ୍ଥା: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ୩୨ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ଆଇସିୟୁ ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି । ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ଆଇସିୟୁ ନିମାଣାଧୀନ ରହିଛି । ଏପ୍ରିଲରୁ କୋରାପୁଟ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଆଇସିୟୁ…

ଭିଜିଲାନ୍ସ ଜାଲରେ କିରାଣି, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ

ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ରାଜସ୍ୱ ବିଭାଗ କିରାଣୀ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ତହସିଲ ଅଫିସ ଜୁନିୟର କିରାଣି ଗୋଲକ ନାୟକ ଏକ ଜମି ଚିହ୍ନଟ ଫାଇଲ ପ୍ରୋସେସିଙ୍ଗ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ…

ପୂର୍ବତନ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଘଟଣା: ଗୃହରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ଆଜି ଗୃହରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହରେ ଲିଖିତ ଉତ୍ତର ରଖି ଏହି ଘଟଣାରେ ଏଯାଏଁ କୌଣସି ଲିଖିତ ଅଭିଯୋଗ ହୋଇନାହିଁ ବୋଲି ଅବଗତ କରାଇଛନ୍ତି…

କିଟ୍ ରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର : କିଟ୍ ରେ ତୃତୀୟ ବର୍ଷ ବିଟେକ୍‍ ପଢ଼ୁଥିବା ଜଣେ ନେପାଳ ଛାତ୍ରୀ ରବିବାର ହଷ୍ଟେଲରେ ଜୀବନ ହାରିଥିଲେ । ଏନେଇ ଗଣାମାଧ୍ୟମରେ ସୂଚନା ଦେଇଛନ୍ତି କୁଳ ସଚିବ ଜ୍ଞାନ ରଞ୍ଜନ ମହାନ୍ତି । ଛାତ୍ରୀଙ୍କ ସହ କିଟରେ ପାଠ ପଢ଼ୁଥିବା ଅନ୍ୟ ଜଣେ ଛାତ୍ରର ପ୍ରେମ…

ଗାଜା ଛାଡିବାକୁ ନିଷ୍ପତ୍ତି ନେଲା ହମାସ: ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ କ୍ଷମତା ହସ୍ତାନ୍ତର କରିବାକୁ ଘୋଷଣା

ଗାଜା: ହମାସ ପାଲେଷ୍ଟାଇନର ଗାଜା ଷ୍ଟ୍ରିପକୁ ପାଲେଷ୍ଟାଇନୀ କର୍ତ୍ତୃପକ୍ଷ (ପିଏ)କୁ ହସ୍ତାନ୍ତର କରିବାକୁ ରାଜି ହୋଇଛି। ସ୍କାଏ ନ୍ୟୁଜ୍ ଆରବିୟାର ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ପିଏ ହେଉଛି ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତିପ୍ରାପ୍ତ ପାଲେଷ୍ଟାଇନ ସରକାର। ଏହା ୧୯୯୩ ଓସଲୋ ଚୁକ୍ତି…