ଓ୍ବାର୍ଡସଭ୍ୟା ସ୍ବାମୀଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ମୋହନାପଲ୍ଲୀ ଗ୍ରାମ୍ୟ ଜଙ୍ଗଲରୁ ହିଞ୍ଜିଳି ପୁଲିସ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ବ୍କକ ଦାରୁଭଦ୍ରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମର ଓ୍ବାର୍ଡ ସଭ୍ୟାଙ୍କ ସ୍ବାମୀ…

ଫେବୃଆରୀ ୧୭ ଏବଂ ୨୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।  ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର  ଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ…

ଜିଲ୍ଲାସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ମାଲକାନଗିରି : ଆଜି ମାଲକାନଗିରି ସଦର ସ୍ଥିତ ବୁଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଅଛି । ଏହି କାର୍ଯ୍ୟକ୍ରମର ଉଦ୍ ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଏ.ଡି.ଏମ୍.(ଜେନେରାଲ୍) ଶ୍ରୀ ସୋମନାଥ ପ୍ରଧାନ ଯୋଗଦାନ କରିଥିବା ବେଳେ…

କାହିଁକି ଅମୃତସର ବିମାନ ବନ୍ଦରରେ ଅବତରଣ କରୁଛି ନିର୍ବାସିତ ଭାରତୀୟଙ୍କୁ ନେଇ ଆସୁଥିବା ବିମାନ

ଆମେରିକାରୁ ଭାରତୀୟ ନିର୍ବାସିତଙ୍କ ବିମାନକୁ ପୁଣି ଥରେ ଅମୃତସରରେ ଅବତରଣ କରି କେନ୍ଦ୍ର ସରକାର ରାଜ୍ୟକୁ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ ଅଭିଯୋଗ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଆର୍ ପି ସିଂହ କହିଛନ୍ତି ଯେ ଏହି ପ୍ରସଙ୍ଗରେ…

‘ବିଜେଡି ନେତା ନ ଚଳାଇଲେ ଧ୍ବଂସ ହୋଇଯିବ ବିଜେଡି’

ଭୁବନେଶ୍ବର: ଲୋକଙ୍କ ପାଇଁ କାମ କରିବାକୁ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଲି । ଅନେକ ପ୍ରତିଶ୍ରୁତି ଦେଇ ଦଳରେ ସାମିଲ କରାଯାଇଥିଲା । ହେଲେ ଏବେ ଯଦି ତାହା ପୂରଣ ନହେଉଛି, ତେବେ ଦଳରେ କାହିଁକି ରହିବ ? ବିଜେଡିକୁ ନେତା ନ ଚଳାଇ ଆଉ ଜଣେ ଚଳାଇଲେ ଦଳ ଧ୍ବଂସ ହୋଇଯିବ । କଂଗ୍ରେସ ବରିଷ୍ଠ…

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ…

କେରଳ ନର୍ସିଂ କଲେଜରେ ରାଗିଂ ଘଟଣା: ଗିରଫ ୫ ବରିଷ୍ଠ ଛାତ୍ର ବହିଷ୍କୃତ

ତିରୁଅନନ୍ତପୁରମ: କେରଳର କୋଟ୍ଟାୟାମସ୍ଥିତ ସରକାରୀ ନର୍ସିଂ କଲେଜରେ ଘଟିଥିବା ରାଗିଂ ଘଟଣା ବର୍ତ୍ତମାନ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ପୁଲିସ ଏହି ଘଟଣାରେ ବୁଧବାର ୫ ଜଣ ସିନିୟର (ତୃତୀୟ ବର୍ଷ) ଛାତ୍ରଙ୍କୁ ଗିରଫ କରିଥିବାବେଳେ କଲେଜ କର୍ତ୍ତୃପକ୍ଷ ଗୁରୁବାର ସେମାନଙ୍କୁ ବହିଷ୍କାର…

ନୁଆସାହି କେଜିବିଭି ବିଦ୍ୟାଳୟର ବାର୍ଷିକ ଉତ୍ସବ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେଜିବିଭି) ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଆୟୋଜନ ପରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର…

ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ

ଭୁବନେଶ୍ଵର: ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ । ନୀଳଚକ୍ରରେ ନୂଆ ଅକ୍ଷୟ ଦଣ୍ଡ ଲଗାଇଛନ୍ତି ଚୂନରା ସେବାୟତ । ୧୭ ଫୁଟିଆ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡଟି ଭାଙ୍ଗି ଯାଇଥିଲା ।…

ସାତକୋଶିଆ ଗଣ୍ଡ ନିଷିଦ୍ଧାଞ୍ଚଳରେ ଉଡିଲା ହେଲିକପ୍ଟର

ଅନୁଗୁଳ: ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡ ଉପରେ ଉଡ଼ିଛି ଏକ ହେଲିକପ୍ଟର । ନିଷିଦ୍ଧାଞ୍ଚଳ ସତ୍ତ୍ୱେ କିଏ ଓ କାହିଁକି ଗଣ୍ଡ ଉପରେ ହେଲିକପ୍ଟର ଉଡ଼ାଇଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ଗୁରୁବାର ଅପରାହ୍ନ ୨ଟାରେ ଏହି ହେଲିକପ୍ଟରଟି ଗଣ୍ଡର ତଳ ଅବବାହିକା ଦିଗରୁ ଆଠମଲ୍ଲିକ…