ଡକାୟତି ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ
ବାଲିଗୁଡା ,: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ୨୦୧୩ ମସିହାରେ ଏକ ଡକାୟତି ଗ୍ୟାଙ୍ଗ ଘର ଭିତରେ ପଶି ସୁନା ,ରୂପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ । ଦୀର୍ଘ ୧୧ ବର୍ଷ ପରେ ଆଜି ମାନ୍ୟବର ସହକାରୀ ଦୌରା ଜଜ ଙ୍କ ଅଦାଲତ ରାୟ ପ୍ରକାଶ କରି!-->!-->!-->…