ଆମେ ତୁମକୁ ବହୁତ ‘ମିସ୍’ କରୁଥିଲୁ: ମୋଦୀଙ୍କୁ କହିଲେ ଟ୍ରମ୍ପ୍
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କର "ପ୍ରିୟ ବନ୍ଧୁ" ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବହୁ ପ୍ରତୀକ୍ଷିତ ସାକ୍ଷାତ ସଂପନ୍ନ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ହ୍ୱାଇଟ୍ ହାଉସରେ ପ୍ରବେଶ କରିବା ସମୟରେ ଏକ ଉଷ୍ମ ଆଲିଙ୍ଗନ ପରେ ହାତ ମିଳାଇ ପାଛୋଟି ନେଇଥିଲେ ଟ୍ରମ୍ପ୍।
!-->!-->!-->…