ନବରଙ୍ଗପୁର ଓୟୁଜେର ଦାବୀ ପତ୍ର ପ୍ରଦାନ
ନବରଙ୍ଗପୁର : ରାଜ୍ୟର ସାମ୍ବାଦିକ ମାନଙ୍କର ସାମୁହିକ ସ୍ୱାର୍ଥ ରକ୍ଷା ପାଇଁ ଓଡ଼ିଶା ସାମ୍ବାଦିକ ୟୁନିୟନ ଆଉ ନୀରବଦ୍ରଷ୍ଟା ହୋଇ ବସି ନରହି ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ଚରମ ନିଷ୍ପରି ଗ୍ରହଣ କରିଛି । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବାର ୮ମାସ ବିତିଯାଇଥିଲେ ମଧ୍ୟ!-->…