ବିହାରରେ ୨୪୩ ଆସନରେ ଲଢ଼ିବ ପଶୁପତି ପାରସଙ୍କ ଦଳ
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପଶୁପତି କୁମାର ପାରସ ଏକ ବଡ଼ ଘୋଷଣା କରିଛନ୍ତି। ସେ ଘୋଷଣା କରିଛନ୍ତି ଯେ ଆଗାମୀ ବିହାର ବିଧାନସଭା ନିର୍ବାଚନରେ ରାଷ୍ଟ୍ରୀୟ ଲୋକ ଜନଶକ୍ତି ପାର୍ଟି (RLJP) ସମସ୍ତ ୨୪୩ ଆସନରେ ପ୍ରାର୍ଥୀ ଦେବ। ଦଳ ତୃଣମୂଳ!-->…