ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗଣତନ୍ତ୍ରର ବିଜୟ ବୋଲି କହିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ : ଧର୍ମେନ୍ଦ୍ର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସାମାଜିକ କର୍ମୀ ସୋନ ୱାଙ୍ଗଚୁକଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ନିଟ-ୟୁଜି ପରୀକ୍ଷାରେ ଅନିୟମିତତାକୁ ନେଇ ସାରା ଦେଶରେ ରାଜନୀତିକ ହଇଚଇ ସୃଷ୍ଟି ହୋଇଛି । ଧର୍ମେନ୍ଦ୍ର ପ୍ରଧାନଙ୍କ…

ଚିତ୍ରକୋଣ୍ଡା ଜଳଭଣ୍ଡାରରୁ ମୃତବ୍ୟକ୍ତିର ଶବ ଉଦ୍ଧାର

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଜଳଭଣ୍ଡାର ରୁ ଏକ ମୃତ ବ୍ୟକ୍ତିର ଶବ ଚିତ୍ରକୋଣ୍ଡା ଅଗ୍ନିଶମ ବିଭାଗ ଉଦ୍ଧାର କରିଛନ୍ତି । ସୂଚନା ମୁତାବକ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ରାଲ୍ଲେଗଡା ପଞ୍ଚାୟତ ବାଙ୍ଗୁରସୁଧା ଗ୍ରାମ ନିକଟ ଘୋଡାମାଳ ନଦୀ ରୁ ଗତ କାଲି ଅଗ୍ନିଶମ ବିଭାଗ…

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗରେ ଦୁଇ ଗିରଫ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଡାମେରିକିଆ ନିକଟ ମାରବାଲି ଠାରେ ସାରଙ୍ଗଗଡ଼ ପାଟ୍ଟଖଣ୍ଡା ସାହିର ବଶିଷ୍ଠ ପାତ୍ରଙ୍କ ପୁଅ କିରଣ ସିଂ ପାତ୍ର (୨୫) ଓ ଜିରିଡିକିଆ ଗ୍ରାମର ପିର ପ୍ରଧାନଙ୍କ ପୁଅ ରବି ଚନ୍ଦ୍ର ପ୍ରଧାନ (୫୫) ଜଣେ ସ୍କୁଟି ଆରୋହି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ କରିଛନ୍ତି। ସେ ନିଜର ବର୍ତ୍ତମାନର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରାଳୟର କାର୍ଯ୍ୟଭାର ମଧ୍ୟ ସମ୍ଭାଳିବେ।ପ୍ରହ୍ଲାଦ ଯୋଶୀ…

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହାର କଲା ସିଜେପି

ନୂଆଦିଲ୍ଲୀ : ସିଜେପି ଆନ୍ଦୋଳନ ପ୍ରତ୍ୟାହାର କଲା। ସିଜେପି ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ଆମର ତିନୋଟି ଦାବି ଥିଲା। ପ୍ରଧାନ ଇସ୍ତଫା ଦେଇଛନ୍ତି। ଏବେ ଆମେ ୧ କୋଟି ଟଙ୍କା କ୍ଷତିପୂରଣ ଏବଂ ମାମଲା ପ୍ରତ୍ୟାହାର ଦାବି କରିଛୁ। ସରକାରଙ୍କ ସହିତ ତିନି ପର୍ଯ୍ୟାୟ ଆଲୋଚନା ହୋଇଥିଲା।…

ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣ, ୧୨ ଯବାନଙ୍କ ସମେତ ୧୫ ମୃତ

ନୂଆଦିଲ୍ଲୀ: ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣରେ ୧୨ ସେନା ଜବାନଙ୍କ ସହିତ ୧୫ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ପାକିସ୍ତାନ ଆର୍ମି ତରଫରୁ ବୟାନ ଜାରି କରାଯାଇଛି । ପାକିସ୍ତାନର ଉତ୍ତର-ପଶ୍ଚିମ ଖାଇବର ପାଖ୍ତୁନଖ୍ବା ପ୍ରାନ୍ତରେ ଏକ ସୁରକ୍ଷା ପୋଷ୍ଟ ଉପରେ ଆକ୍ରମଣ ହୋଇଛି ।…

କମର୍ସିଆଲ ଜାହାଜ ଉପରେ ଆକ୍ରମଣ, ଜଣେ ଭାରତୀୟ ନାଗରିକ ମୃତ

ନୂଆଦିଲ୍ଲୀ: କମର୍ସିଆଲ ଜାହାଜ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଜଣେ ଭାରତୀୟ ନାଗରିକଙ୍କର ମୃତ୍ୟୁ ହୋଇଥିବା ବିଦେଶ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି । କମର୍ସିଆଲ ଜାହାଜ MV OMORFI ଜୁଲାଇ ୧୮ ତାରିଖ ଦିନ ବ୍ଲାକ୍ ସି’କୁ ପରିବହନ କରୁଥିଲା । ସେହି ସମୟରେ ଋଷିଆ ଆଞ୍ଚଳିକ ଜଳସୀମା ମଧ୍ୟରେ…

ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ଦେଶର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ସରକାର ଏବଂ ସିଜେପି ପ୍ରତିନିଧିମଣ୍ଡଳ ମଧ୍ୟରେ ତୃତୀୟ ପର୍ଯ୍ୟାୟ ଆଲୋଚନା ପୂର୍ବରୁ ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିକଟକୁ ତାଙ୍କର ଇସ୍ତଫାପତ୍ର ପଠାଇ ଦେଇଥିଲେ। ନିଟ୍…

କମାଲ କଲେ ଛାତ୍ରୀ,ଏକାଥରକେ ପାଇଲେ ଆଇ ଆଇ ଟି, ଏନଆଇଟି , ନିଟ୍, ଆଇଏଟି ଏବଂ ନେଷ୍ଟ୍

ବାଲେଶ୍ଵର : ଭାରତର ପ୍ରମୁଖ ଉଚ୍ଚଶିକ୍ଷା ସଂସ୍ଥାନ ଏବଂ ସେଗୁଡ଼ିକରେ ନାମଲେଖା ପାଇଁ ହେଉଥିବା ଜାତୀୟ ସ୍ତରର ପ୍ରବେଶିକା ପରୀକ୍ଷା  ଓ ଯୁକ୍ତ ଦୁଇ ପରେ ଇଞ୍ଜିନିୟରିଂ, ମେଡିକାଲ, କିମ୍ବା ବୈଜ୍ଞାନିକ ଗବେଷଣା କ୍ଷେତ୍ରକୁ ଯିବା ପାଇଁ ପ୍ରମୁଖ ପ୍ରବେଶିକା ପରୀକ୍ଷା ମାନଙ୍କରେ ବାଲେଶ୍ଵର ସୁନା…

ପୋଲିସ ଡିଜିଙ୍କ ପରିଚୟ ଦେଇ ନିଟ୍ ଛାତ୍ରୀଙ୍କୁ ଠକେଇ ଉଦମ୍ୟ, ବ୍ଲୁ ଫିଲ୍ମ ଦେଖୁଛ କହି ମାଗିଲେ ଟଙ୍କା

ଭୁବନେଶ୍ୱର : ପୋଲିସ ଡିଜିଙ୍କ ନାଁରେ ଛାତ୍ରୀଙ୍କୁ ଠକେଇ ଉଦମ୍ୟ । ବ୍ଲୁ ଫିଲ୍ମ ଦେଖୁଛ କହି ମାଗିଲେ ଟଙ୍କା । ଟଙ୍କା ନଦେଲେ ଗିରଫ କରିବାକୁ ଧମକ । ଏପରିକି ଅପରାଧୀଙ୍କୁ ପୋଲିସ ମାଡ଼ ମାରୁଥିବା ଭିଡିଓ ପଠାଇ ଡରାଇବାକୁ ଉଦ୍ୟମ । ଭୟଭୀତ ହୋଇ ଶେଷରେ ସାଇବର ଥାନାର ଦ୍ୱାରସ୍ଥ ହୋଇଛନ୍ତି…