ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍ ର ସମସ୍ତ ଏପିସୋଡ୍ ଡିଲିଟ୍ କଲେ ଆୟୋଜକ ସମୟ ରାଇନା
ମୁମ୍ବାଇ,୧୨।୨: ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍ ଉପରେ ବିବାଦ ପରେ, ଏବେ ଶୋ’ର ଆୟୋଜକ ସମୟ ରାଇନା ଶୋ’ର ସମସ୍ତ ଏପିସୋଡ୍ ଡିଲିଟ୍ କରିଦେଇଛନ୍ତି। ସେ ଏକ୍ସ’ରେ ପୋଷ୍ଟ କରି ଚାଲିଥିବା ବିବାଦ ଉପରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ଏସବୁକୁ ସମ୍ଭାଳିବା ତାଙ୍କ ପାଇଁ କଷ୍ଟକର!-->…