ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ
ହିଞ୍ଜିଳିକାଟୁ ୧୧/୨ : ଘରୋଈ ବସ ମାଲିକ ସଂଘ ଏବଂ ଶଙ୍କର ଚକ୍ଷୁ ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ହିଞ୍ଜିଳିକାଟୁ ଵସ ଟର୍ମିନାଲ ପରିସରରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା। ଉକ୍ତ ଶିବିରରେ ସ୍ଥାନୀୟ ଅଞ୍ଚଳର ୮୫ ଜଣ ଲୋକଙ୍କର ଚକ୍ଷୁ ପରୀକ୍ଷା କରାଯାଇଥିଲା।!-->…