ବାରବାଟୀରେ ମ୍ୟାଚ୍ ସହ ସିରିଜ୍ ଜିତିଲା ଭାରତ
କଟକ : ଭାରତ ଇଂଲଣ୍ଡକୁ ଦ୍ବିତୀୟ ଦିନିକିଆରେ ୪ ଓ୍ବିକେଟରେ ହରାଇଛି । ଏହା ସହିତ ଟିମ୍ ୩ ମ୍ୟାଚର ସିରିଜରେ ୨-୦ରେ ଆଗୁଆ ରହିଛି । ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ୨ୟ ମ୍ୟାଚ୍ ଖେଳାଯାଇଛି। ଏହି!-->…