ଏମକେସିଜି ମେଡିକାଲ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲରେ ଅଗ୍ନିକାଣ୍ଡ। ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ । ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗର ଦ୍ୱିତୀୟ ମହଲାରେ ଥିବା ଅପରେସନ ଥିଏଟରର ନିଶ୍ଚେତକ କକ୍ଷରେ ଅଗ୍ନିକାଣ୍ଡ ଘଟିଛି।
ଖବର!-->!-->!-->…