୧୮ରୁ ଆରମ୍ଭ ହେବ ବେଲଘର ଡିମ୍ବୁଲି ମହୋତ୍ସବ
ତୁମୁଡିବନ୍ଧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ନିକଟ ତର୍ଗାବାଲି ଠାରେ ଡିମ୍ବୁଲି ମହୋତ୍ସବ ଚଳିତ ମାସ ୧୮ଓ ୧୯ ଦୁଇଦିନ ଧରି ମହୋତ୍ସବ ସଭାପତି ଗୌରଚନ୍ଦ୍ର ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ , ଏ ନେଇ ସମସ୍ତ କାର୍ଯ୍ୟକ୍ରମ ଚୁଡାନ୍ତ!-->…