ସିମନବାଡ଼ି ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ସ୍ଥିତ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ ଯୋଗ ଦେଇଥିବା ବେଳେ ପ୍ରଧାନ!-->…