ପ୍ରଶାସନିକ ଅବହେଳା, ବନବାସୀ ଚାଷୀଙ୍କୁ ଶୋଷଣ କରୁଛନ୍ତି ବେପାରୀ : ଉପଯୁକ୍ତ ଥଇଥାନ କରିବାକୁ ଦାବି
କନ୍ଧମାଳ, : ପ୍ରଶାସନିକ ଅବହେଳା କାରଣରୁ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ଆଦିବାସୀ ଅଧୁଷିତ ବନବାସୀ ମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି। ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ ବିକ୍ରି କରିବାକୁ ଆସୁଥିବା ବନବାସୀଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ସେମାନେ!-->…