ପୁଣି ରେଳ ଦୁର୍ଘଟଣା : ରାଉରକେଲାରେ ମାଲଗାଡ଼ିର ଦୁଇଟି ବଗି ଲାଇନଚ୍ୟୁତ
ରାଉରକେଲା: ସ୍ଥାନୀୟ ମାଲଗୋଦାମ ରେଳସାଇଡିଂରେ ବୁଧବାର ସକାଳୁ ମାଲଗାଡ଼ି ପାଚେରୀ ଭାଙ୍ଗି ବସ୍ତି ଭିତରକୁ ପଶି ଯିବା ଘଟଣାକୁ ଲୋକେ ଭୁଲିପାରି ନଥିବା ବେଳେ ଷ୍ଟିଲ୍ ସିଟି ରାଉରକେଲାରେ ପୁଣି ରେଳ ଦୁର୍ଘଟଣା ଘଟିଛି। ଷ୍ଟେସନର ଚାରି ନମ୍ବର ପ୍ଲାଟଫର୍ମ ନିକଟରେ ଗୁରୁବାର ସନ୍ଧ୍ୟାରେ ଏକ!-->…