ମୋ ନାଁରେ ରାହୁଲ ଗାନ୍ଧୀ ମିଛ କହିଛନ୍ତି – ଜୟଶଙ୍କର

ନୂଆଦିଲ୍ଲୀ,୩।୨: ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ.ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜୟଶଙ୍କରଙ୍କ ଆମେରିକା ଗସ୍ତ ଉପରେ ରାହୁଲ ପ୍ରଶ୍ନ ଉଠାଇଛନ୍ତି। ବୈଦେଶିକ ମନ୍ତ୍ରୀ ଏହାର କଡ଼ା ଜବାବ ଦେଇ ସୋସିଆଲ…

ଦିଲ୍ଲୀ ନିର୍ବାଚନ ପାଇଁ ଶେଷ ହେଲା ପ୍ରଚାର

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଚାର ସୋମବାର (ଫେବ୍ରୁଆରି ୩) ସନ୍ଧ୍ୟା ୬ଟାରେ ଶେଷ ହୋଇଛି । ଫେବ୍ରୁଆରି ୫ ରେ ମତଦାନ ହେବ ଏବଂ ଫେବୃଆରୀ ୮ ରେ ଫଳାଫଳ ପ୍ରକାଶ ପାଇବ । ପ୍ରଚାରର ଶେଷ ଦିନରେ ରାଜନୈତିକ ଦଳ ଓ ନେତାମାନେ ଜନସାଧାରଣଙ୍କ ନିକଟରେ ପହଞ୍ଚିଥିଲେ।…

ଚାକିରି ଯୋଗାଇବାରେ ୟୁପିଏ ଏବଂ ଏନଡିଏ ବିଫଳ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୩।୧: ବଜେଟ ଅଧିବେଶନର ତୃତୀୟ ଦିନରେ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ୱୀକାର କରିଛନ୍ତି ଯେ, ଦେଶରେ ବେରୋଜଗାର ଯୁବକ ମାନଙ୍କୁ ଚାକିରି ଦେବାରେ ଉଭୟ ୟୁପିଏ ଏବଂ ଏନଡିଏ ସରକାର ବିଫଳ ହୋଇଛନ୍ତି। ”ଏ ଦେଶର ଭବିଷ୍ୟତ ଭାରତର…

ସଂସଦରେ ଉଠିଲା ଘରୋଇ ହିଂସା ଆଇନର ଅପବ୍ୟବହାର ପ୍ରସଙ୍ଗ

ନୂଆଦିଲ୍ଲୀ: ଘରୋଇ ହିଂସା ଓ ମହିଳାଙ୍କ ପ୍ରତି ଶୋଷଣ ସମ୍ବନ୍ଧୀୟ ଆଇନର ଅପବ୍ୟବହାରକୁ ନେଇ ନିକଟରେ ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏବେ ସଂସଦରେ ଏହି ପ୍ରସଙ୍ଗ ଉଠିଛି। ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ବିଜେପି ରାଜ୍ୟସଭା ସାଂସଦ ଦିନେଶ ଶର୍ମା ଚିନ୍ତା ପ୍ରକଟ…

ଯୁବକଙ୍କ ନିଆରା ଉଦ୍ୟମ: ମଣ୍ଡିରେ ଧାନ ବିକ୍ରି କରି ଛାତ୍ରଛାତ୍ରୀମାନଙ୍କୁ ପାଠ୍ୟ ଉପକରଣ ବାଣ୍ଟିଲେ

ଘୁ.ଉଦୟଗିରି: ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବ୍ଳକ୍‌ର ତଲାରିମାହା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଟାମାହା ଗ୍ରାମରେ ରାଜେଶ କୁମାର ବଗର୍ତ୍ତୀଙ୍କ ଘର। ବର୍ତ୍ତମାନ ସେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗରେ ପିଏଚଡ଼ି ପାଠ୍ୟକ୍ରମ ଉପରେ ଗବେଷଣା କରୁଛନ୍ତି। ଗବେଷଣା…

ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଲେ ଓଡ଼ିଆ ଝିଅ କରିଶ୍ମା

ନୂଆଦିଲ୍ଲୀ,୩।୨: ଓଡ଼ିଶାର ରାଇରଙ୍ଗପୁରର ଝିଅ କରିଶ୍ମା ଶର୍ମା କୌନ ବନେଗା କରୋଡ଼ପତି ୧୬ରେ ତାଙ୍କର ପ୍ରଭାବଶାଳୀ ପ୍ରଦର୍ଶନ ଦ୍ୱାରା ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଛନ୍ତି। ଚ୍ୟାଲେଞ୍ଜିଂ ‘ସୁପର ସନ୍ଦୁକ’ ସେଗମେଣ୍ଟରେ ତାଙ୍କର ସଫଳତା ତାଙ୍କୁ କେବଳ ୧୨,୫୦,୦୦୦ ଟଙ୍କା ଦେଇନାହିଁ ବରଂ ବିଗ…

ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ…

ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ

ବରଗଡ଼ : ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ…

ବଦଳିବ ବହୁ ରାଜସ୍ବ ନିୟମ: ସୁରେଶ ପୂଜାରୀ

ଝାରସୁଗୁଡ଼ା: ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌ ଏନକ୍ରୋଚ୍‌ମେଣ୍ଟ ଆକ୍ଟ ଏବଂ ଓଡ଼ିଶା ଲ୍ୟାଣ୍ଡ୍‌ ସେଟଲମେଣ୍ଟ ଆକ୍ଟରେ ଅନେକ ସଂଶୋଧନ ରହିଛି। ସୋମବାର ଝାରସୁଗୁଡ଼ା ଜିଲ୍ଲା ଗସ୍ତ ସମୟରେ…

ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ସାଂଗଠନିକ ନିର୍ବାଚନ ଶେଷ ପାଇଁ ବିଜେଡିର ଲକ୍ଷ୍ୟ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ଦଳର ସାଂଗଠନିକ ନିର୍ବାଚନ ଶେଷ କରିବାକୁ ଯାଉଛି ବୋଲି ଦଳର ବରିଷ୍ଠ ନେତା ପ୍ରଦୀପ କୁମାର ଅମାତ କହିଛନ୍ତି।ସୋମବାର ଭୁବନେଶ୍ୱରର ଶଙ୍ଖ ଭବନରେ ଆୟୋଜିତ ଦଳର ସମନ୍ୱୟ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ…