ଶେଷ ହେଲା ବାହାର ରତ୍ନଭଣ୍ଡାରର ଗଣତି ମଣତି, ୧୩ରୁ ଭିତର ରତ୍ନଭଣ୍ଡାରର ହେବ ଗଣତି ମଣତି
ପୁରୀ : ଦ୍ଵିତୀୟ ପର୍ଯ୍ୟାୟର ୪ ଦିନ ଧରି ଚାଲିଥିବା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆଜି ଶେଷ ହୋଇଛି । ସମସ୍ତ ସେବାୟତଙ୍କ ସହଯୋଗରେ ଏହା ସଂପୂର୍ଣ୍ଣ ହୋଇଛି । ୧୩ ତାରିଖରୁ ତୃତୀୟ ପର୍ଯ୍ୟାୟରେ ଭିତର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର!-->…