ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ, ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି : ପ୍ରସନ୍ନ ଆଚାର୍ଯ୍ୟ
ଭୁବନେଶ୍ବର :ଚଳିତ ବଜେଟ୍ରେ ଓଡ଼ିଶା ପ୍ରତି ଅନ୍ୟାୟ ହୋଇଛି । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ ଓଡ଼ିଶା । ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି । ରାଜନୈତିକ ଉଦ୍ଦେଶ୍ୟରେ ବିହାରକୁ ଦେଇ!-->…