ଏ ବଜେଟ୍ ମଧ୍ୟବିତ୍ତଙ୍କ ପକେଟ ଭରିବ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସିଲା ବଜେଟ୍, ଆସିଲା ମୋଦିଙ୍କ ବୟାନ । ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରି ସାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ଥରର ବଜେଟକୁ ସାଧାରଣ ଲୋକଙ୍କ ବଜେଟ୍ କହିବା ସହ ଏହା…

କେନ୍ଦ୍ର ବଜେଟରେ ନିରାଶ ଓଡ଼ିଶା

ଭୁବନେଶ୍ୱର: ନିର୍ବାଚନ ସମୟରେ ବିଜେପି ଓଡିଶାବାସୀଙ୍କୁ ବହୁତ ବଡ ବଡ ପ୍ରତିଶ୍ରୁତି ଦେଇଥିଲା। ଗତଥର ଭଳି ଚଳିତ ଥର ମଧ୍ୟ କେନ୍ଦ୍ର ବଜେଟରେ ଓଡିଶା ପାଇଁ କିଛି ନାହିଁ। ୨୦୨୫-୨୬ରେ ରାଜ୍ୟ ପାଇଁ କୌଣସି ସ୍ୱତନ୍ତ୍ର ଯୋଜନା ବା ଘୋଷଣା କରିନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ…

ମୟୂରଭଞ୍ଜ ମାଟି ହେଉଛି କଳା ଓ ସଂସ୍କୃତିର ମାଟି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର; ମୟୂରଭଞ୍ଜ ଜିଲାର ଗୌରବଜ୍ଜଳ ଇତିହାସ ସର୍ବଜନ ବିଦିତ। ଓଡ଼ିଶା ମାଟିକୁ ବିଭିନ୍ନ କ୍ଷେତ୍ରରେ ମୟୂରଭଞ୍ଜର ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର୍ ଠାରେ ଆୟୋଜିତ ମୟୂରଭଞ୍ଜ ଉତ୍ସବ ଅବସରରେ କହିଛନ୍ତି। ଭୁବନେଶ୍ୱର ଉତ୍କଳ ମଣ୍ଡପ ଠାରେ ଏହି…

ଟ୍ୟାକ୍ସ ଛାଡ ଘୋଷଣା ପରେ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ…

ଲଗାତାର ୮ମ ଥର ପାଇଁ ନିର୍ମଳାଙ୍କ ବଜେଟ୍ ଉପସ୍ଥାପନ: ୧ ଘଣ୍ଟା ୧୪ ମିନିଟର ଅଭିଭାଷଣ

ନୂଆଦିଲ୍ଲୀ: ଉପସ୍ଥାପିତ ହେଲା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପିତ କଲେ ବଜେଟ୍ । ବିଭିନ୍ନ କ୍ଷେତ୍ର ପାଇଁ ଏହି ବଜେଟରେ ବଡ ଘୋଷଣା କରାଯାଇଥିବା ବେଳେ ଠିକ୍ ଦିନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ବଜେଟ୍ ଅଭିଭାଷଣ ରଖିଥିଲେ । ଏବଂ ୧…

ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ତାତି, କୁହୁଡି ପାଇଁ ୧୬ ଜିଲ୍ଲାକୁ ୨୪ ଘଣ୍ଟା ୟେଲୋ ଆଲର୍ଟ

ରାଜ୍ୟରେ ଧୀରେ ଧୀରେ ତାତି ବଢ଼ୁଥିବାରୁ ଟାଇ ଟାଇ ଖରା ସହ ଅସ୍ୱାଭାବିକ ଗରମ ଦେଖିବାକୁ ମିଳିଛି ।ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଫଳରେ ରାଜ୍ୟରେ ତାତି ସହ ସହ ଅସ୍ୱାଭାବିକ ଗରମ ଅନୁଭୁତୁ ହେଉଛି।…

ବଜେଟରେ ବଡ ଘୋଷଣା: ଜାଣନ୍ତୁ କଣ ହେଲା ଶସ୍ତା, କଣ ମହଙ୍ଗା ?

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ମଧ୍ୟବିତ୍ତଙ୍କ ପାଇଁ ସେ କରିଛନ୍ତି ବଡ଼ ଘୋଷଣା। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରାଯାଇଛି। ସେହିପରି ଏହି ବଡ଼ ଘୋଷଣା ଭିତରେ ଅଛି ବେତନଭୋଗୀଙ୍କ…

ଧର୍ମଗଡରୁ ୮ ଅଭିଯୁକ୍ତ ଗିରଫ, ୩ କୋଟି ୫୧ଲକ୍ଷ ଟଙ୍କା ଜବତ

କଳାହାଣ୍ଡି: ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ପୋଲିସ । ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ…

ବାହାର ପଟୁ କବାଟ ଦେଇ ଲୁଟିନେଲେ ୧୦ ଲକ୍ଷ ଟଙ୍କାର ସୁନା ଗହଣା

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଭୁଇଁପୁର ବାଲିସାହି ଗାଁରେ ସଶସ୍ତ୍ର ଡକାୟତି । ଗତକାଲି ବିଳମ୍ବିତ ରାତିରେ ନାରାୟଣ ସାହୁଙ୍କ ଘରେ ୫ରୁ ଊର୍ଦ୍ଧ୍ବ ଡକାୟତ ପଶି ଲୁଟ୍ କରିଥିବା ଅଭିଯୋଗ ହୋଇଛି । ଘର ବାହାରପଟୁ କବାଟ ଦେଇ ୧୦ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨ଲକ୍ଷ ନଗଦ କ୍ୟାସ…

ବଜେଟରେ ବଡ଼ ଘୋଷଣା, ଆୟକର ଛାଡ ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ମଧ୍ୟବିତ୍ତଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ । ଆୟକର ଛାଡ଼ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଆୟକର ରିଟର୍ଣ୍ଣ ଫାଇଲ୍ କରିବାର ସମୟସୀମାକୁ ୨ ବର୍ଷରୁ ୪ ବର୍ଷକୁ ବୃଦ୍ଧି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା…