କଂଗ୍ରେସ ରାଷ୍ଟ୍ରପତିଙ୍କୁ ଅପମାନିତ କଲା: ପ୍ରଧାନମନ୍ତ୍ରୀ
କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅରୁଚିକର ମନ୍ତବ୍ୟ ଦେବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କହିଛନ୍ତି, କଂଗ୍ରେସର ରାଜ ପରିବାରକୁ ଦେଶୁ ପୁଣିଥରେ ଦେଖିଲା। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ!-->…