ଭୁବନେଶ୍ୱରରେ ୭୩୦ କୋଟି ବ୍ୟୟରେ ‘ଏଆଇ ହବ୍’ କରିବ HCLTech

ଭୁବନେଶ୍ୱର: ଓଡ଼ିଶାର ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) କ୍ଷେତ୍ରରେ ଏକ ନୂଆ ଏବଂ ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରାଜ୍ୟରେ ପୁଞ୍ଜିନିବେଶ ଏବଂ ବ୍ୟାପକ ନିଯୁକ୍ତି ସୃଷ୍ଟି ଦିଗରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଏଚସିଏଲ୍ ଟେକ୍…

ମକା ଟ୍ରକରୁ ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ : ୨ ଗିରଫ, ଫୁଲବାଣୀରୁ ବିହାରକୁ ହେଉଥିଲା ଚାଲାଣ

ବଲାଙ୍ଗୀର: ଫୁଲବାଣୀରୁ ବିହାର ଗଞ୍ଜେଇ ଚାରାଚାଲାଣ ବେଳେ ମାଡି ବସିଲା ଅବକାରୀ ଟିମ୍ । ଆଜି ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଏକ ମକା ଭର୍ତ୍ତି ଟ୍ରକରୁ ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଏହା ସହ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଦୁଇ ଅଭିଯୁକ୍ତ…

ନୟାଗଡ ବ୍ଲକରେ ମଧୁବାବୁ ପେନସନ ଯୋଜନାର ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼: ନୟାଗଡ଼ ବ୍ଲକର ନୂତନ ସମ୍ମିଳନୀ କକ୍ଷଠାରେ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମଞ୍ଚସ୍ଥ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଶ୍ରୀ କିଶୋର ଚନ୍ଦ୍ର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ଐଶ୍ୱର୍ଯ୍ୟା…

ଦଳ ବଦଳାଇଲେ ଇତିହାସ ବଦଳେ ନାହିଁ : ଭର୍ତ୍ତୃହରିଙ୍କୁ ଅରୁଣ ସାହୁଙ୍କ କାଉଣ୍ଟର

ନୟାଗଡ଼ : ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମର୍ଥନ ଜଣାଇବା ପରେ ବିଜେପି ସାଂସଦ ଭର୍ତ୍ତୃହରି ମହତାବ ଦେଇଥିବା ପ୍ରତିକ୍ରିୟାକୁ ନେଇ କଡ଼ା କାଉଣ୍ଟର କରିଛନ୍ତି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ । ନୟାଗଡ଼ସ୍ଥିତ ବିଜୁ ଜନତା ଦଳ…

କଂଗ୍ରେସକୁ ଝଟକା: ସାଧାରଣ ସଭ୍ୟ ପଦରୁ ଇସ୍ତଫା ଦେଲେ ବରିଷ୍ଠ କଂଗ୍ରେସ ନେତା ବସନ୍ତ କୁମାର କର

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଏବଂ ଜିଲ୍ଲା ସ୍ତରୀୟ ବିଭିନ୍ନ ପଦବୀରେ ରହି କଂଗ୍ରେସ ଦଳର ମୁଖ୍ୟ ସଂଗଠକ ଭାବରେ ଦୀର୍ଘ ୪୩ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ କାର୍ଯ୍ୟ କରୁଥିବା ବସନ୍ତ କୁମାର କର କଂଗ୍ରେସ ଦଳ ସାଧାରଣ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି ।ସେ ତାଙ୍କର ଇସ୍ତଫା ପତ୍ରକୁ…

ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ, ଲାଠିଚାର୍ଜକୁ ଭୁଲ୍ ବୋଲି କହିଲେ

ନୂଆଦିଲ୍ଲୀ : PM ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ । ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ । ‘ଲାଠିଚାର୍ଜ ଭୁଲ୍, ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଆନ୍ନା । ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନକୁ…

୫ ଦିନ ଯାଏଁ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା, ୯୯ରୁ ଅଧିକ ରାସ୍ତା ବନ୍ଦ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ଏବଂ ହିମାଚଳରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗ ଏସବୁ ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଦେଖି ଜିଲ୍ଲା ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛି । ରାଜ୍ୟରେ ଲଗାତାର ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ୯୯…

ଜନ୍ତର ମନ୍ତର ଅଞ୍ଚଳରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ, ଜାରି ରହିଛି ଛାତ୍ରଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଛାତ୍ରଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଜନ୍ତର ମନ୍ତରର ୧.୫ କିଲୋମିଟର ପରିଧି ମଧ୍ୟରେ ମଧ୍ୟରାତ୍ରି ପର୍ଯ୍ୟନ୍ତ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଜନ୍ତର…

ପ୍ରଶ୍ନପତ୍ର ଲିକ୍ ମାମଲାରେ ଫାଷ୍ଟଟ୍ରାକ୍ କୋର୍ଟରେ ଦଣ୍ଡ, ପ୍ରଧାନମନ୍ତ୍ରୀ ଗ୍ରହଣ କଲେ କଡ଼ା ଆଭିମୁଖ୍ୟ

ନୂଆଦିଲ୍ଲୀ : ପ୍ରଶ୍ନ ପତ୍ର ଲିକ୍ ମାମଲାରେ ପ୍ରଧାନମନ୍ତ୍ରୀ ମୋଦି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ତାଙ୍କ ସରକାରୀ ହ୍ୟାଣ୍ଡେଲ ପୋଷ୍ଟରେ ସିଧାସଳଖ ଭାବେ ପେପର୍ ଲିକ୍ ପ୍ରସଙ୍ଗକୁ ସମ୍ବୋଧିତ କରିଥିଲେ । ପେପର୍ ଲିକ୍ ତଦନ୍ତ ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ଗଠନ କରାଯିବ ବୋଲି…

ଆସାମ ବନ୍ୟାରେ ମୃତ୍ୟୁସଂଖ୍ୟା ୪୧କୁ ବୃଦ୍ଧି, ୧୦୦ରୁ ଅଧିକ ଲୋକ ନିଖୋଜ

ଆସାମ : ଆସାମରେ ବନ୍ୟା ବିଭୀଷିକା ଭୟଙ୍କର । ମୃତ୍ୟୁସଂଖ୍ୟା ୪୧କୁ ବୃଦ୍ଧି। ରାଜ୍ୟର ୨୫ଟି ଜିଲ୍ଲାରେ ୭ ଲକ୍ଷ ୨୭ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ହଜାର ହଜାର ଗାଁ ଏବେବି ପାଣି ଘେରରେ ରହିଛି । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ବନ୍ୟା ପ୍ରଭାବିତ ଅଞ୍ଚଳ…