ବିର୍ସାମୁଣ୍ଡା ଜୟନ୍ତୀ ଉତ୍ସବ ପାଳିତ : ଆଦିବାସୀ ନୃତ୍ୟ ସଂଗୀତରେ ମଞ୍ଚ ଦୁଲୁକିଲା
ବାଲିଗୁଡା : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ଭଗବାନ ବିର୍ସାମୁଣ୍ଡା ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି l ସାଂସ୍କୃତିକ ସନ୍ଧ୍ୟାରେ କନ୍ଧମାଳ ଜ଼ିଲ୍ଲା ର ଅଗ୍ରଣୀ!-->…