ମୁଇଜୁଙ୍କ ସଙ୍କଟ ବଢ଼ିଲା: ବାଚସ୍ପତିଙ୍କ ସହ ବିବାଦ
ମାଲେ: ମାଳଦ୍ୱୀପର ରାଜନୀତି ପୁଣି ଥରେ ସରଗରମ ହେବାରେ ଲାଗିଛି। ଦେଶର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଏବଂ ସଂସଦ ବାଚସ୍ପତି ଅବଦୁଲ ରହିମ ଅବଦୁଲ୍ଲାଙ୍କ ମଧ୍ୟରେ ବିବାଦ ସାମ୍ନାକୁ ଆସିଛି। ମହମ୍ମଦ ମୁଇଜୁ ବାଚସ୍ପତି ଅବଦୁଲ ରହିମଙ୍କ ପୁଅ ଇବ୍ରାହିମ ଫୈ ସଲଙ୍କୁ ପର୍ଯ୍ୟଟନ ମନ୍ତ୍ରୀ ପଦରୁ!-->…