୪ ଓଡ଼ିଆଙ୍କୁ ମିଳିବ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର
ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ!-->…