ସରକାର କରିବେ ୩.୯୧ଲକ୍ଷ ଏକର ଜମିକୁ ଜଳସେଚନ, ଖର୍ଚ୍ଚହେବ ୯୬୫୨କୋଟି
ଭୁବନେଶ୍ବର : ମୋହନ ମାଝୀଙ୍କ ସରକାର ୫ବର୍ଷ ମଧ୍ୟରେ ରାଜ୍ୟରେ ୩.୯୧ଲକ୍ଷ ଏକର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବେ । ଏଥିପାଇଁ ୯୬୫୨.୨୪କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ୱ ସମ୍ବଳରୁ ଖର୍ଚ୍ଚ କରିବେ । ‘ଜଳକ୍ଷେତ୍ର ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକ୍ରମ’ ଯୋଜନାରେ ଏହି ଜଳସେଚନ ଭିତ୍ତିଭୂମି!-->…