ଟ୍ରେନ୍ରୁ ଖସିପଡ଼ି ଏମ୍ସିଏ ଛାତ୍ରୀଙ୍କ ମୃତ୍ୟୁ
ହରିଚନ୍ଦନପୁର: ଝିଅ ଭୁବନେଶ୍ବରରୁ ଘରକୁ ଆସୁଛି ବୋଲି ପରିବାର ଲୋକେ ବହୁତ ଖୁସିରେ ଥିଲେ। ଝିଅ ଆସିଲେ କ’ଣ ଖାଇବ କେଉଁଠିକୁ ବୁଲିଯିବ ସେଥି ପାଇଁ ମଧ୍ୟ ପ୍ରସ୍ତୁତି କରିଥିଲେ। ତେବେ ଯେଉଁ ଝିଅର ପହଞ୍ଚିବାକୁ ପରିବାର ଲୋକେ ସକାଳ ଠାରୁ ମଧ୍ୟାହ୍ଣ ପର୍ଯ୍ୟନ୍ତ ଅପେକ୍ଷାରେ ଥିଲେ, ସିଏ ଆଉ!-->…