‘ନେତାଜୀଙ୍କ ଦୃଷ୍ଟିକୋଣକୁ ନେଇ ସମୃଦ୍ଧ ଦେଶ ନିର୍ମାଣ ଉଦ୍ଦେଶ୍ୟରେ ବଢ଼ିବାକୁ ହେବ’
କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ନିଜ ମାତୃଭୂମି ପାଇଁ ଉଚ୍ଚ ପଦପଦବୀକୁ ତ୍ୟାଗ କରି ଜନ୍ମମାଟିର ସେବା ପାଇଁ ନିଜକୁ ଉତ୍ସର୍ଗୀକୃତ କରିଥିଲେ। ଅଦମ୍ୟ ସାହସରେ ସାମରିକ ଉପାୟରେ ବ୍ରିଟିଶ ସାମ୍ରାଜ୍ୟକୁ ନଷ୍ଟ କରିବା ପାଇଁ ସେ ଜାପାନ ସମର୍ଥନରେ ସିଙ୍ଗାପୁରଠାରେ ନିର୍ବାସିତ ଭାରତୀୟ!-->…