ଅରୁଣ ପଣ୍ଡା ରାଜ୍ୟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ, ୬ମାସ ସୁଦ୍ଧା ଦେବେ ରିପୋର୍ଟ
ରାଜ୍ୟ ସରକାର ମଙ୍ଗଳବାର ଷଷ୍ଠ ଅର୍ଥ ଆୟୋଗର ଗଠନ କରିଛନ୍ତି । ଏହି ୫ଜଣ ସଦସ୍ୟ ବିଶିଷ୍ଟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତି ମିଳିଛି । ଆୟୋଗଙ୍କ କାର୍ଯ୍ୟକାଳ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠୁ ଅର୍ଥାତ୍ ଆଜିଠୁ ୬ମାସ ପାଇଁ ବୈଧ!-->…