ଶିକ୍ଷାନୀତି ୨୦୨୦: ଏଣିକି ୧୦ ଦିନ ବିନା ବ୍ୟାଗ୍ରେ ସ୍କୁଲ ଯିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର: ଓଡିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ହେବା ପରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ତଥ୍ୟ ଅନୁଯାୟୀ ସ୍କୁଲ ଛାତ୍ରଛାତ୍ରୀ ୧୦ ଦିନ ବିନା ବ୍ୟାଗରେ ଯିବେ ସ୍କୁଲ। ରାଜ୍ୟର ସମସ୍ତ ସ୍କୁଲରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ସବୁ ଛାତ୍ରଛାତ୍ରୀଙ୍କୁ ଏକ ଫନ୍ କୋର୍ସ (Fun!-->…