ମାଲକାନଗିରି ପୌର ପରିଷଦରେ ଭୀମଭୋଇ ଭିନ୍ନକ୍ଷମ ସମର୍ଥ୍ୟ ଶିବିର
ମାଲକାନଗିରି : ଆଜି ମାଲକାନଗିରି ପୌର ପରିଷଦ ଦ୍ଵାରା ସ୍ଥାନୀୟ ବୁଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଏକ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ଅନୁଷ୍ଠାନିକ ଭାବେ ପୌର ପରିଷଦ ମାଲକାନଗିରି ଅଧ୍ୟକ୍ଷ ମନୋଜ ବାରିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ!-->…