ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ରାଜା ହରିହର ମର୍ଦ୍ଦରାଜ ଜୟନ୍ତୀ ପାଳନ
ବ୍ରହ୍ମପୁର : ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ରାଜା ହରିହର ମର୍ଦ୍ଦରାଜ ଜୟନ୍ତୀ ପାଳିତ ହୋଇଯାଇଛି l ଏ ଅବସରରେ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ରାଜା ହରିହର ମର୍ଦ୍ଦରାଜଙ୍କ ଆବକ୍ଷ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା l କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ!-->!-->!-->…