ଅଂଶୀଦାରଙ୍କ ସହ ଆଲୋଚନା କଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ
କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଜି. କିଶନ ରେଡ୍ଡୀ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତରେ ଆସି ଆଜି ଖଣି ଏବଂ କୋଇଲା ଶିଳ୍ପ ସହିତ ଜଡିତ ବିଭିନ୍ନ ସରକାରୀ କ୍ଷେତ୍ର, ଘରୋଇ କ୍ଷେତ୍ର ଏବଂ ଶିଳ୍ପ ସଂଘର ଅଂଶୀଦାରମାନଙ୍କ ସହିତ ଏକ ପାରସ୍ପରିକ ଆଲୋଚନା କରିଥିଲେ। ଭୁବନେଶ୍ୱରସ୍ଥିତ ନାଲକୋ ଭବନରେ!-->…