ନୟାଗଡ଼ ଜିଲ୍ଲାର ମାଟି ତଳେ ରହିଛି ଲିଥିୟମ
ଭୁବନେଶ୍ୱର : ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଛି । ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ-ଜିଏସଆଇ ଏନେଇ ସଙ୍କେତ ଦେଇ । ଲିଥିୟମ୍ , କପର ଆଦି କ୍ରିଟିକାଲ ମିନେରାଲ ଖୋଜା ଉପରେ ଗୁରୁତ୍ବ ଦେଉଛନ୍ତି କେନ୍ଦ୍ର ସରକାର । ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ!-->…