ତେଜସ୍ବୀ ଯାଦବ ଆରଜେଡିର ନୂଆ ସୁପ୍ରିମୋ, ଲାଲୁ ଯୁଗର ଅବସାନ

ପାଟନା : ତେଜସ୍ୱୀ ଯାଦବ ହେବେ ବିହାରରେ ଆରଜେଡିର ନୂଆ ମୁଖ୍ୟ । ଆରଜେଡିରେ ଏବେ ଏକ ତେଜସ୍ବୀ ଯୁଗ ଆରମ୍ଭ ହୋଇଛି । ଶନିବାର ପାଟନାରେ ଦଳର କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଦଳୀୟ ସମ୍ବିଧାନ ସଂଶୋଧନ ପାଇଁ ଏକ ପ୍ରସ୍ତାବ ଜାତୀୟ କାର୍ଯ୍ୟକାରିଣୀରେ ପାରିତ ହୋଇଥିଲା। ଦଳରେ…

ଜିନ୍‌ପିଙ୍ଗଙ୍କ ସହ କଥା ହେଲେ ଟ୍ରମ୍ପ

ୱାଶିଂଟନ: ଦ୍ବିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବା ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କ ସହିତ ଟେଲିଫୋନ ବାର୍ତ୍ତାଳପ କରିଛନ୍ତି। ଉଭୟଙ୍କ କଥାବାର୍ତ୍ତାର ସବିଶେଷ ସୂଚନା ମିଳି ନାହିଁ। ତେବେ ଟ୍ରମ୍ପଙ୍କ ଶପଥ ଗ୍ରହଣ…

ଆସନ୍ତାକାଲି ଜେଇଇ ମେନ୍‌ ଆଡମିଟ କାର୍ଡ

ନୂଆଦିଲ୍ଲୀ : ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ ୨୦୨୫ ପାଇଁ ଆସନ୍ତାକାଲି ଅର୍ଥାତ ଜାନୁୟାରୀ ୧୯ରେ ଆଡମିଟ କାର୍ଡ ଜାରି କରାଯିବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଆଡମିଟ କାର୍ଡ ଜାରି କରାଯିବା ପରେ ପରେ ଆଶାୟୀ ପରୀକ୍ଷାର୍ଥୀମାନଙ୍କ ଲାଗି…

୨୦ ମିନିଟ ବିଳମ୍ବ ହୋଇଥିଲେ ଆମକୁ ହତ୍ୟା କରିଥାଆନ୍ତେ ବିରୋଧୀ: ହସିନା

ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ସେ ତୁରନ୍ତ ଦେଶ ଛାଡ଼ି ନ ଥିଲେ ୨୦ ମିନିଟ ମଧ୍ୟରେ ତାଙ୍କୁ ଏବଂ ତାଙ୍କ ଭଉଣୀ ରେହାନାଙ୍କୁ ବିରୋଧୀମାନେ ହତ୍ୟା କରିଥାଆନ୍ତେ। ଏଥିପାଇଁ ସମସ୍ତ ଯୋଜନା ପ୍ରସ୍ତୁତ ହୋଇଥିଲା ବୋଲି ହସିନା…

ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ବିଜେପି କର୍ମୀଙ୍କ ପଥରମାଡ଼ ଅଭିଯୋଗ ଆଣିଲା ଆପ୍

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ନିର୍ବାଚନୀ ଦଙ୍ଗା ତୀବ୍ର ହେବାରେ ଲାଗିଛି। ଶନିବାର ଆମ୍ ଆଦମୀ ପାର୍ଟି ନୂଆଦିଲ୍ଲୀ ବିଧାନସଭା ଆସନର ବିଜେପି ପ୍ରାର୍ଥୀ ପରବେଶ ବର୍ମାଙ୍କ ସମର୍ଥକମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ଆଣିଛି। ନୂଆଦିଲ୍ଲୀ ବିଧାନସଭା ନିର୍ବାଚନ…

ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ, ସୋମବାର ଦଣ୍ଡ ଶୁଣାଣି

କୋଲକାତା : କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍‌ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ ହୋଇଛି। ସିଆଲଦାହର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟ ତାକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ସୋମବାର ତାର…

ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଖେଳିବ ଦଳ। ଶୁବମନ ଗିଲଙ୍କୁ ଉପ-ଅଧିନାୟକ କରାଯାଇଥିବା ବେଳେ ଯଶପ୍ରୀତ ବୁମ୍ରା ଓ ମହମ୍ମଦ ଶାମି ସ୍କ୍ୱାଡ୍‌ରେ ସ୍ଥାନ ପାଇଛନ୍ତି।୨୦୨୩ ଦିନିକିଆ ବିଶ୍ୱକପ୍ ଖେଳିଥିବା ଅଧିକାଂଶ…

ବିଜେପି ଦଳ ପ୍ରତି ଅସନ୍ତୁଷ୍ଟ ବଢିଲା : ସରପଞ୍ଚ, ୱାର୍ଡ ମେମ୍ବର, ନାଏବ ସରପଞ୍ଚ ଙ୍କ ସହିତ ଅନେକ ବିଜେପି କର୍ମୀ…

ହିଞ୍ଜିଳିକାଟୁ, ୧୮।୧: ହିଞ୍ଜିଳିକାଟୁ ବ୍ଳକ ବୁରୁପୋଡା ପଞ୍ଚାୟତର ସରପଞ୍ଚ, ଓ୍ବାର୍ଡ ସଭ୍ୟଙ୍କ ସମେତ କିଛି ନେତୃବୃନ୍ଦ ଗତ ସାଧାରଣ ନିର୍ବାଚନର ପୂର୍ବରୁ ବିଜେଡି ଦଳ ପରିତ୍ୟାଗ କରି ବିଜେପିରେ ଯୋଗ ଦେଇଥିଲେ। ଗତ ୨୪ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପ୍ରଥମଥର ଲାଗି ବିଜେପି ସରକାର ଗଠନ…

ବର୍ଦ୍ଧିତ ଭତ୍ତାରୁ ବଞ୍ଚିତ ବହୁ ଯୋଗ୍ୟ ହିତାଧିକାରୀ…

ସରକାର ଙ୍କ ଭିନ୍ନକ୍ଷମ ଓ ବୃଦ୍ଧ, ବୃଦ୍ଧାଙ୍କୁ ବାର୍ଦ୍ଧକ୍ୟ ବର୍ଦ୍ଧିତ ଭତ୍ତା ଏକ ଧୂଆଁ ବାଣ...!! ହିଞ୍ଜିଳିକାଟୁ, ତା ୧୮।୧: ଭିନ୍ନକ୍ଷମ ଓ ବୃଦ୍ଧ, ବୃଦ୍ଧାଙ୍କୁ ବାର୍ଦ୍ଧକ୍ୟ ସମୟରେ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମାସିକ ଭତ୍ତା ପ୍ରଦାନ କରିବା ପାଇଁ…

ଚଳନ୍ତା କାର ହୁହୁ ହୋଇ ଜଳିଗଲା,ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା ,ଶିଶୁ ସମେତ ୬ ଜଣ…

ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତ୍ର ରେ ଏକ ଚଳନ୍ତା ଆକ୍ଟିଭା କାର ରେ ହଠାତ ନିଆଁ ଲାଗି ହୁହୁ ହୋଇ ଜାଲିଗଲା । ଗାଡି ମଧ୍ୟରେ ବସିଥିବା ଦୁଇ ମହିଳା ଓ ଜଣେ ଶିଶୁ ଙ୍କ ସମେତ ୬ ଜଣ ଅଳ୍ପକେ ମୃତ୍ୟୁ…