ମହାନଦୀ ବନ୍ୟପ୍ରାଣୀ ଡିଭିଜନରେ ଅନେକ ପଦବୀ ଖାଲି
ନୟାଗଡ଼: ନୟାଗଡ଼ ଜିଲ୍ଲା ଏବଂ ବୌଦ୍ଧ ଜିଲ୍ଲାର ମଧ୍ୟବର୍ତ୍ତୀ ଅଞ୍ଚଳରେ ସାତକୋଶିଆ ଏବଂ ବାଇଶିପଲ୍ଲୀ ଅଭୟାରଣ୍ୟ ରହିଛି । ଏହାର ସୁରକ୍ଷା ତଥା ରକ୍ଷଣା ବେକ୍ଷଣ ପାଇଁ ମହାନଦୀ ବନ୍ୟପ୍ରାଣୀ ଡ଼ିଭିଜନ କାମ କରୁଛି। ଏହି ମହାନଦୀ ବନ୍ୟପ୍ରାଣୀ ଡିଭିଜନରେ ନୟାଗଡ଼ ଜିଲ୍ଲାର ୩ଟି ବନାଞ୍ଚଳ!-->…