ଜାନୁଆରୀ ଶେଷରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ଵର: ବଡ ଖବର । ଜାନୁଆରୀ ଶେଷ ସୁଦ୍ଧା ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଯାବତ୍ ସୁଭଦ୍ରାରେ ପୁଣି ୧୭ ହଜାର ମହିଳା ସାମିଲ୍ ହୋଇଛନ୍ତି । ଅପ୍ଟ ଆଉଟ୍ ହୋଇଥିବା ୧୭ ହଜାର ମହିଳା ପୁଣିଥରେ!-->…