ରାଣୀ ଲକ୍ଷ୍ମୀବାଇ ସ୍କୁଟି ଯୋଜନାକୁ ମଞ୍ଜୁରୀ, ମହିଳା ସଶକ୍ତିକରଣ ଓ ଉଚ୍ଚ ଶିକ୍ଷା ପାଇଁ ଛାତ୍ରୀଙ୍କୁ ମିଳିବ ମାଗଣା…

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ସରକାର ମହିଳା ସଶକ୍ତିକରଣ ଏବଂ ଉଚ୍ଚଶିକ୍ଷାକୁ ପ୍ରୋତ୍ସାହନ ଦେବା ଏବଂ ଆତ୍ମନିର୍ଭର କରିବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ ବୈଠକରେ ରାଣୀ ଲକ୍ଷ୍ମୀବାଇ ସ୍କୁଟି ଯୋଜନାକୁ…

ଆସାମରେ ଭୟଙ୍କର ବନ୍ୟା, ଗୋଟିଏ ଦିନରେ ୨୧ ମୃତ

ଆସାମ : ପ୍ରବଳ ବର୍ଷା ଯୋଗୁଁ ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଲଗାଣ ବର୍ଷା ଏବଂ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ରାଜ୍ୟର ଅନେକ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି । ଯାହା ଜନ ଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା…

ମହିଳା ସାଂସଦଙ୍କୁ ଅପମାନ କରି ସଂସଦର ମୌସୁମୀ ଅଧିବେଶନରୁ ଟିଏମସି ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ଦଳରେ ବିଭାଜନ ସତ୍ତ୍ୱେ ମମତା ବାନାର୍ଜୀଙ୍କ ପ୍ରତି ବିଶ୍ୱସ୍ତ ରହିଛନ୍ତି ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ। ଆଜି ତାଙ୍କୁ ସଂସଦ ମୌସୁମୀ ଅଧିବେଶନରୁ ନିଲମ୍ବିତ କରାଯାଇଛି। କାରଣ ମହିଳା ସାଂସଦଙ୍କ ପ୍ରତି ଅପମାନଜନକ ଟିପ୍ପଣୀ ଦେଇଛନ୍ତି ସାଂସଦ। ଯାହା…

କଳା ପୋଷାକ ପିନ୍ଧି ସଂସଦରେ ବିରୋଧୀଙ୍କ ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନ ଓ ଅମିତ ଶାହଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ: ନିଟ୍‌ ବିବାଦ ଏବଂ ଛାତ୍ର ଆନ୍ଦୋଳନ ଉପରେ ପୋଲିସ ଲାଠିଚାର୍ଜକୁ ନେଇ ସଂସଦରେ ବିରୋଧୀଙ୍କ ପ୍ରତିବାଦ ଆହୁରି ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ କଂଗ୍ରେସର ଧାରଣାର ପରଦିନ ବୁଧବାର କଂଗ୍ରେସ ସାଂସଦମାନେ କଳା ପୋଷାକ ପିନ୍ଧି ସଂସଦ ପରିସରରେ ବିକ୍ଷୋଭ କରିଛନ୍ତି।…

ସିଏମଓରୁ ଫାଇଲ ଗାଏବ ଘଟଣା, ଭିକେ ପାଣ୍ଡିଆନଙ୍କୁ ନୋଟିସ

ଭୁବନେଶ୍ବର : ସିଏମଓରୁ ଦୁଇ ଫାଇଲ ଗାଏବ ଘଟଣାରେ ଭିକେ ପାଣ୍ଡିଆନଙ୍କୁ ନୋଟିସ । ୨୫ ତାରିଖ ଦିନ ୧୧ଟାରେ ହାଜର ହେବାକୁ ନବୀନ ପଟ୍ଟନାୟକଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନଙ୍କୁ ନୋଟିସ କରାଯାଇଛି । ଭୁବନେଶ୍ବର ଜୋନ-୧ ଏସିପିଙ୍କ ଅଫିସରେ ହାଜର ହେବାକୁ କୁହାଯାଇଛି…

ବିଲ୍ ପାସ୍ ପାଇଁ ଲାଞ୍ଚ ନେଇ ଧରାପଡ଼ିଲେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ

କଳାହାଣ୍ଡି : ଭିଜିଲାନ୍ସ ଜାଲରେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ । ସ୍ୱୟଂ ସହାୟକ ଗୋଷ୍ଠୀର ବିଲ୍ ପାସ୍ ପାଇଁ ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଓଏଭି ପ୍ରଧାନଶିକ୍ଷକ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୀତାକାନ୍ତ ରଣା…

” ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

ବାଲିଗୁଡା, ତା, ୨୨/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ +୩ ଛାତ୍ରଛାତ୍ରୀଙ୍କୁ ନେଇ ବୁଧବାର ଉଚ୍ଚ ଶିକ୍ଷା ବିଭାଗର ପ୍ରତ୍ଯକ୍ଷ ଅନୁଦାନରେ ଏକ ସଚେତନତା କାର୍ଯ୍ୟକ୍ରମ " ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା" କର୍ମଶାଳା (ଷ୍ଟାର୍ଟ ଅପ୍ ଏଣ୍ଡ ଇନୋଭେସନ)…

ରେଳ ଯାତ୍ରୀଙ୍କୁ ସୁରକ୍ଷା ଦେବ AI ରୋବଟ, RPFରେ ସାମିଲ ହେଲା DSC ଅର୍ଜୁନ

ଭୁବନେଶ୍ବର : ଏଣିକି ଷ୍ଟେସନ ଜଗିବ RPFର ନୂଆ ରୋବୋଟିକ ଅଫିସର । ରେଲୱେ ପ୍ରୋଟେକ୍ସନ ଫୋର୍ସରେ ଯୋଡିହେଲା DSC ଅର୍ଜୁନ । ପୂର୍ବତଟ ରେଳ ପକ୍ଷରୁ ଆରମ୍ଭ ହୋଇଛି ଏଆଇ ରୋବଟ । ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ରୋବଟ ଜରିଆରେ ଅପରାଧିକ ଗତିବିଧି ଓ ଅଘଟଣ ଉପରେ ନଜର ରଖିବାକୁ ଆରମ୍ଭ ହୋଇଛି…

ସେବା ମହୋତ୍ସବ ଉଦଯାପିତ : ମନମୋହିଲା ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ସହ ସାଂସ୍କୃତିକ କାର୍ଯ୍ୟକ୍ରମ

ନୟାଗଡ଼: ନୟାଗଡ଼ ଜିଲ୍ଲା ସେବା ଉତ୍ସବ ସମିତି ପକ୍ଷରୁ ଦଶମ ଜିଲ୍ଲା ବ୍ୟାପି ସେବା ମହୋତ୍ସବ କାର୍ଯ୍ୟକ୍ରମ ସୋମବାର ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ନୟାଗଡ଼ ସହରରେ ଦେଶତ୍ମାବୋଧର ନିଆରା ପରିବେଷ ସୃଷ୍ଟି କରିଥିଲା l…

ଆହୁରି ୫ ଦିନ ବର୍ଷିବ, ୧୧ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଵର୍ଷା ଲାଗି ରହିଥିବା ବେଳେ ଏଯାଏ ଲଘୁଚାପ ନେଇ କୌଣସି ପୂର୍ବାନୁମାନ କରାଯାଇନାହିଁ । ଆଜି ପାଇଁ ପ୍ରବଳ ବର୍ଷା ସହ…