ଗଞ୍ଜାମରେ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଛତ୍ରପୁର: ଅଦିନିଆ ବର୍ଷାରେ ରାଜ୍ୟରେ ସବୁଠୁ ଅଧିକ ଫସଲ କ୍ଷତି ଗଞ୍ଜାମ ଜିଲ୍ଲାରେ ହୋଇଛି। ଏନେଇ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଫସଲ କ୍ଷତି ବାବଦକୁ ନେଇ କରିଛନ୍ତି ସମୀକ୍ଷା।!-->…