ଜିଲ୍ଲା ସ୍ୱତନ୍ତ୍ର ବିଦ୍ୟାଳୟରେ ଜାତୀୟ ଯୁବ ସପ୍ତାହ ପାଳନ
ମାଲକାନଗିରି : ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ନେହେରୁ ଯୁବ କେନ୍ଦ୍ରର ମିଳିତ ଆନୁକୁଲ୍ୟରେ ନାୟକଗୁଡା ସ୍ଥିତ ଜିଲ୍ଲା ସ୍ୱତନ୍ତ୍ର ବିଦ୍ୟାଳୟ ଠାରେ ଜାତୀୟ ଯୁବ ସପ୍ତାହ ପାଳନ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନେହେରୁ ଯୁବ କେନ୍ଦ୍ର ଦ୍ଵାରା!-->…