ଭାରତୀୟ ନିର୍ବାଚନକୁ ନେଇ ଟିପ୍ପଣୀ କ୍ଷମା ମାଗିଲା ମେଟା, ‘ଅଜାଣତରେ ଭୁଲ୍ ହୋଇଥିଲା’
ନୂଆଦିଲ୍ଲୀ: ମେଟା ସିଇଓ ମାର୍କ ଜକରବର୍ଗ୍ ୨୦୨୪ ଲୋକସଭା ନିର୍ବାଚନ ସଂକ୍ରାନ୍ତରେ ଦେଇଥିବା ଟିପ୍ପଣୀ ପାଇଁ ମେଟା ଆଜି କ୍ଷମା ମାଗିଛି। ମେଟା ଇଣ୍ଡିଆର ଉପସଭାପତି ଶିବନାଥ ଠୁକରାଲ ଏକ୍ସରେ ଏକ ପୋଷ୍ଟ୍ କରି କହିଛନ୍ତି, କ୍ଷମତାରେ ଥିବା ଅନେକ ଦଳ ୨୦୨୪ ନିର୍ବାଚନରେ ହାରି ଯାଇଛନ୍ତି!-->…