ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍, ସୁରକ୍ଷିତ ଉଦ୍ଧାର ହେଲେ ୮ ଯାତ୍ରୀ
ଚାନ୍ଦବାଲି ୧୫।୧: ଭଦ୍ରକ ଜିଲ୍ଲା ଧାମରା ଠାରେ ଏକ ମାଛ ଧରା ଟ୍ରଲରକୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବୋଟ ବୁଡ଼ିଯାଇଛି । ୮ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ଏକ ଯାତ୍ରୀବାହୀ ବୋଟ ୮ଜଣ ଯାତ୍ରୀଙ୍କୁ ଧରି ଚାନ୍ଦବାଲିରୁ ଧାମରା!-->!-->!-->…