ବିଏସଏଫକୁ ମିଳିବ ପର୍ଶୁରାମଙ୍କ ଅସ୍ତ୍ର ’ଭାର୍ଗବାସ୍ତ୍ର’

ନୂଆଦିଲ୍ଲୀ: ସୀମାରେ ଅଶାନ୍ତି ସୃଷ୍ଚି କରିବାରେ ପାକିସ୍ତାନ ବେଶ୍‌ ଧୁରନ୍ଧର । ବିନା କାରଣରେ ଗୁଳିମାଡ଼ କରିବା ସହିକ ଭାରତୀୟ ସେନା ଉପରକୁ ଆକ୍ରମଣ କରୁଥିବା ଅନେକ ସମୟରେ ନଜିର ରହିଛି । ପାକିସ୍ତାନକୁ ଜବାବ ଦେବା ଲାଗି ସେନା ପ୍ରତି ମୁହୂର୍ତ୍ତରେ ସଜାଗ ବି ଥାଏ । ପାକିସ୍ତାନକୁ ପାନେ…

ୟୁକ୍ରେନର ୧୦୦ଟି ସ୍ଥାନରେ ରୁଷର ପ୍ରଚଣ୍ଡ ଆକ୍ରମଣ

କିବ୍ : ରୁଷ୍ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଛି। ଏକାସାଙ୍ଗରେ ୟୁକ୍ରେନର ୧୦୦ ଟି ସ୍ଥାନରେ ଉପରେ ଆକ୍ରମଣ କରିଛି ରୁଷ ସେନା । କୃଷ୍ଣ ସାଗରର ଟିୟୁ-୯୫ ବୋମାବର୍ଷକ ବିମାନରୁ କ୍ରୁଜ୍ କ୍ଷେପଣାସ୍ତ୍ର ନିକ୍ଷେପ କରି ଏହି ଆକ୍ରମଣ କରାଯାଇଛି। ଗତ ୩ ବର୍ଷ ମଧ୍ୟରେ ଏହା…

ମୂର୍ତ୍ତି ଭାଙ୍ଗିଲେ ବି ଖର୍ଚ୍ଚ ବଢିବ… ଭଙ୍ଗାଯିବନି ମାୟାବତୀଙ୍କ ମୂର୍ତ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ସରକାରୀ ଖର୍ଚ୍ଚରେ ନିଜର ଓ ନିଜ ଦଳର ସଂକେତ ହାତୀ ମୂର୍ତ୍ତି ଲଗାଇବା ବିରୋଧରେ ତାଙ୍କ ବିରୋଧରେ ରୁଜ୍ଜୁ ହୋଇଥିବା ମାମଲାକୁ ରଦ୍ଦ କରିଛନ୍ତି କୋର୍ଟ । ସୁପ୍ରିମ୍ କୋର୍ଟ ଏହାକୁ ଏକ…

୫୦ବର୍ଷ ପୂର୍ବେ କୁମ୍ଭମେଳାକୁ ଆସିବା ପାଇଁ ଯୋଜନା କରିଥିଲେ ଷ୍ଟିଭ ଜବ୍ସ

ନୂଆଦିଲ୍ଲୀ: ପବିତ୍ର ମକର ସଂକ୍ରାନ୍ତି ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଗତମଙ୍ଗଳବାର ପ୍ରୟାଗରାଜର ମହାକୁମ୍ଭରେ ଗଙ୍ଗା, ଯମୁନା ଓ ସରସ୍ୱତୀ ନଦୀର ତ୍ରିବେଣୀ ସଙ୍ଗମରେ ପ୍ରଥମ ‘ଅମୃତ ସ୍ନାନ’ କରିଥିଲେ।ଏହି ଅମୃତ ସ୍ନାନ ବିଶ୍ୱାସୀମାନଙ୍କୁ ପାପରୁ ମୁକ୍ତ କରିଥାଏ ତଥା ଜୀବନ-ମୃତ୍ୟୁ ଚକ୍ରରୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଶପଥଗ୍ରହଣ ଉତ୍ସବର ନିମନ୍ତ୍ରଣ ପ୍ରତ୍ୟାଖ୍ୟାନ କଲେ ପଣ୍ଡିତ ଅମିତ ଭଟ୍ଟାଚାର୍ଯ୍ୟ

ବାରଣାସୀ ୧୫।୧ : କାଶୀ ବାସିନ୍ଦା ପ୍ରଶିଦ୍ଧ ସରୋଦ ବାଦକ ପଣ୍ଡିତ ଅମିତ ଭଟ୍ଟାଚାର୍ଯ୍ୟ ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବର ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଆମେରିକାର ଦ୍ୱିତୀୟବାର ନିର୍ବାଚିତ ରାଷ୍ଟ୍ରପତି ଟ୍ରମ୍ପଙ୍କ ଶପଥଗ୍ରହଣ କାର୍ଯ୍ୟକ୍ରମରେ ଯୋଗ…

ଦିଲ୍ଲୀ ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି, ଧର୍ମେନ୍ଦ୍ର-ବୈଜୟନ୍ତ ସାମିଲ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ବିଭିନ୍ନ ଦଳର ନେତା। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏହି ନେତାମାନେ ବିଭିନ୍ନ ପ୍ରତିଶ୍ରୁତି ଭୋଟରଙ୍କ ଆଗରେ ରଖୁଛନ୍ତି । ସେପଟେ ନାମାଙ୍କନ ପ୍ରକ୍ରିୟା ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ଏହାରି ମଧ୍ୟରେ ଦିଲ୍ଲୀ…

୪୭ ବର୍ଷ ପରେ ବଦଳିଲା କଂଗ୍ରେସ ଠିକଣା, ଇନ୍ଦିରା ଭବନ ଉଦ୍‌ଘାଟିତ

ନୂଆଦିଲ୍ଲୀ: ଦେଶର ସର୍ବପୁରାତନ ଦଳ କଂଗ୍ରେସର ଠିକଣା ବଦଳିଯାଇଛି। ୪୭ ବର୍ଷ ପରେ କଂଗ୍ରେସର ଠିକଣା ବଦଳିଛି। ବୁଧବାର ନୂଆ ଘରେ ଗୃହ ପ୍ରବେଶ କରିଛି ଦଳ। ନୂଆଦିଲ୍ଲୀର ୯-ଏ କୋଟଲା ରୋଡ୍‌ ଏବେ କଂଗ୍ରେସର ନୂଆ ଠିକଣା ପାଲଟିଛି। ଏହା ପୂର୍ବରୁ କଂଗ୍ରେସ ମୁଖ୍ୟାଳୟ ଆକବର ରୋଡରେ ଥିଲା। ଦଳର…

ରାଜ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର : ରାଜ୍ୟରେ ନୂଆ ଜାତୀୟ ଶିକ୍ଷା ନୀତି(ଏନଇପି)-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ। ବୁଧବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଏହି ନିଷ୍ପତ୍ତି ନିଆଯାଇଥିବା ସରକାରଙ୍କ ପକ୍ଷରୁ…

ପୁଣି ଫେରିବ ଶୀତଲହର,ଭୁବନେଶ୍ୱର-କଟକ ତାପମାତ୍ରା କମିବ

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଭାଗର ସଦ୍ୟତମ ପୂର୍ବାନୁମାନ ଅନୁଯାୟୀ ଆସନ୍ତା ଦୁଇ ଦିନ ପରେ ଶୀତଲହର ଓଡ଼ିଶାକୁ ଫେରିବ ବୋଲି ଆଶା କରାଯାଉଛି। ଜାନୁଆରି ୧୭ରୁ ରାଜ୍ୟର ଉଭୟ ଆଭ୍ୟନ୍ତରୀଣ ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ତାପମାତ୍ରା ଏବଂ ଶୀତ ଲହର ବଢ଼ିବାର ସମ୍ଭାବନା ରହିଛି। ଭୁବନେଶ୍ୱର-କଟକ…

ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ବିବାଦର ସମାଧାନ

ଭୁବନେଶ୍ୱର: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି।ସମ୍ବାଦଦାତାମାନଙ୍କ ସହ କଥାବାର୍ତ୍ତା ବେଳେ ଖୋର୍ଦ୍ଧା…