ଯୋଡ଼ି ହେବ କଶ୍ମୀରରୁ ଲଦାଖ, ଉଦ୍‌ଘାଟିତ ହେଲା Z ମୋଡ୍‌ ଟନେଲ୍‌

ଉଦ୍‌ଘାଟିତ ହେଲା ବହୁ ପ୍ରତିକ୍ଷିତ ସୋନମାର୍ଗ ଟନେଲ ବା Z ମୋଡ୍‌ ଟନେଲ୍‌। ଏହି ଟନେଲ ଦ୍ୱାରା ଉପକୃତ ହେବେ ଲଦାଖବାସୀ। ଆଉ ଯାତାୟତରେ ହେବନି କୌଣସି ଅସୁବିଧା। ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ। ଏହି ଟନେଲ୍‌ ଦ୍ୱାରା ବିଶେଷ କରି ଭାରତୀୟ ସେନା ଉପକୃତ ହେବେ। ଆଜି…

ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଙ୍କ ଜୟନ୍ତୀ ଉତ୍ସବ ପାଳିତ

ଛତ୍ରପୁର : ଆଧୁନିକ ଓଡିଶାର ନିର୍ମାତା ତଥା ଓଡିଶାର ବରପୁତ୍ର ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ମହା ଆଡମ୍ବର ସହକାରେ ପାଳନ କରାଯାଇଛି । ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ଜଳନ ସହ ଅତିଥିମାନେ ରାମଚନ୍ଦ୍ର…

ସଂଗ୍ରାମୀଙ୍କୁ ୨୦ ହଜାର ପେନସନ୍, ସଂଗ୍ରାମୀଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର 

ଭୁବନେଶ୍ୱର : ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ହଜାର ଟଙ୍କାର ପେନସନ । ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର  । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୫ ଜାନୁଆରୀ ୧ ସୁଦ୍ଧା ଜୀବିତ ଥିବା ସବୁ…

ଉତ୍କଳ ସଂଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କ ଘର କେନ୍ଦ୍ରାପଡ଼ାରେ ହୋଇଥିବା ବେଳେ ସେ ସଙ୍ଗୀତ ମହାବିଦ୍ୟାଳୟରେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ । ତେବେ ମୃତ୍ୟୁର…

ବରିଷ୍ଠ କଳାକାର ସଂଘର ଶୋକ ସଭା

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ" ତରଫରୁ ସଙ୍ଘ ସଦସ୍ୟ ଶିବାରମ ଶବତାଙ୍କ ଧର୍ମପତ୍ନୀ ଶ୍ରୀମତୀ ଶାରଳା ଦେବୀଙ୍କ ଦ୍ୱାଦଶାହ ଅବସରରେ ଏକ ଶୋକ ସଭା ସ୍ଥାନୀୟ ବାଲାଜୀପେଣ୍ଠ ସାହି ସ୍ଥିତ ମନମୋହନ ପ୍ରେସ ପରିସରରେ ସଂଘ ମହାସଚିବ ସୁବାସ…

LAC ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର: ସ୍ଥଳ ସେନା ମୁଖ୍ୟ

ଏଲ୍‌ଏସିରେ ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର ରହିଛି। ଭାରତୀୟ ସେନା ପ୍ରତିଟି ସ୍ଥିତି ମୁକାବିଲା କରିବାକୁ ପ୍ରସ୍ତୁତ। ଭାରତ ଓ ଚୀନ୍‌ ସୀମା ବିବାଦକୁ ନେଇ ଆଜି ଏଭଳି କିଛି କହିଛନ୍ତି ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ। ସୀମା ବିବାଦକୁ ନେଇ ଭାରତ ଓ ଚୀନ୍‌ ମଧ୍ୟରେ…

ଆସନ୍ତାକାଲିଠାରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ଜାନୁଆରୀ ୧୪ ତାରିଖଠାରୁ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ୨୨ ତାରିଖ ଅର୍ଥାତ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା…

CAG ରିପୋର୍ଟ: ସଚ୍ଚୋଟତା ଉପରେ ସନ୍ଦେହ, ଆପ୍‌ ଉପରେ ବର୍ଷିଲେ ହାଇକୋର୍ଟ

ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଆସନ୍ତା ମାସରେ ପଡିବ ଭୋଟ୍‌। ଏହି ନିର୍ବାଚନୀ ଭିତରେ ଆମ୍‌ ଆଦମୀ ପାର୍ଟି ସରକାର ଉପରେ ବର୍ଷିଛନ୍ତି ଦଲ୍ଲୀ ହାଇକୋର୍ଟ। ସିଏଜି ରିପୋର୍ଟକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଆପର୍‌ ସଚ୍ଚୋଟତା ଉପରେ କୋର୍ଟ ସନ୍ଦେହ ପ୍ରକାଶ କରିଛନ୍ତି। …

ହଂସିତା-ଅନୀଲ ମାମଲା: କେସ୍ ଡାଏରି ଦାଖଲ ହୋଇପାରିଲାନି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁଙ୍କର ପରିଚୟ ଦେଇ ଠକୁଥିବା ଅନୀଲ ମହାନ୍ତି ଓ ହଂସିତା ଅଭିଲିପ୍ସାଙ୍କ ମାମଲାରେ ନୂଆ ମୋଡ଼ ଆସିଛି। ମାମଲାରେ କେସ୍ ଡାଏରି ଦାଖଲ ହୋଇପାରି ନାହିଁ । କେସ୍ ଡାଏରିରେ ବିଳମ୍ବ ପାଇଁ ଜାମିନ ଆବେଦନ ଶୁଣାଣି ଘୁଞ୍ଚିଛି।…

ପାରାଦ୍ବୀପରେ ପ୍ରତିଷ୍ଠା ହେବ ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର

ଭୁବନେଶ୍ବର: ପାରାଦ୍ବୀପ ବନ୍ଦର ନିକଟରେ ପ୍ରତିଷ୍ଠା ହେବ ଜାହାଜ ଭଙ୍ଗା କେନ୍ଦ୍ର। ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର ୪ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ଓଡ଼ିଶାର ସାମୁଦ୍ରିକ ଓ ଶିଳ୍ପ ପରିଦୃଶ୍ୟରେ ପରିବର୍ତ୍ତନ ଆସିବ। ବ୍ୟାପକ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହେବ।…