ଏଣିକି ବର୍ଷ ସାରା ପାଳନ ହେବ ପଥୋତ୍ସବ
ଭୁବନେଶ୍ବର: ଏଣିକି କେବଳ ଶୀତ ଦିନେ ନୁହେଁ, ବର୍ଷ ସାରା ପାଳନ ହେବ ପଥୋତ୍ସବ । ରାଜଧାନୀ ରାଜରାସ୍ତା, ଗଳି କନ୍ଦିରେ ସବୁଠି ସକାଳୁ ସକାଳୁ ଝୁମିବେ ଲୋକେ । ପଥୋତ୍ସବ ନେଇ ବଡ ଘୋଷଣା କରିଛନ୍ତି ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବର୍ଷକୁ ୧୨ଟି ଅର୍ଥାତ୍ ପ୍ରତି!-->…