ବାଲିଗୁଡ଼ା ବ୍ଲକ୍ସ୍ତରୀୟ ଜନପ୍ରତିନିଧି ପରିଷଦର ତୃତୀୟ ବାର୍ଷିକୀ ବୈଠକ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗାୟତ୍ରୀ ମଣ୍ଡପ ଠାରେ ବାଲିଗୁଡ଼ା ବ୍ଲକ ସ୍ତରୀୟ ପଞ୍ଚାୟତ ଜନପ୍ରତିନିଧି ପରିଷଦର ତୃତୀୟ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ବ୍ଲକର ପ୍ରତି ପଞ୍ଚାୟତ ରୁ ଆସିଥିବା ଜନପ୍ରତିନିଧି ନିଜ ନିଜ ପଞ୍ଚାୟତର ସୁବିଧା ଅସୁବିଧା ବୈଠକରେ…

ବାପାର ଛୁରା ମାଡ଼ରେ ପୁଅ ମୃତ : ବାପା ପୋଲିସ୍ ନିକଟରେ ଆତ୍ମସମର୍ପଣ କଲା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତର ସିଙ୍ଗମିଲା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହ ନେଲା ଉଗ୍ର ଋପ । ବାପାର ଛୁରା ମାଡ଼ରେ ପୁଅର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସେପଟେ ହତ୍ୟାକାରୀ ବାପା ବାଲିଗୁଡ଼ା ପୋଲିସ୍ ନିକଟରେ…

ଏକାଧିକ ସ୍ଥାନରେ ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ଲକ୍ଷ ଲକ୍ଷ ଟଙ୍କାର ପୋଚ, ରନ୍ଧା ମଦ ନଷ୍ଟ

ଚିକିଟୀ : ଗଞ୍ଜାମ ଜିଲ୍ଲା ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ବେଆଇନ ଚୋରା ମଦଭାଟି ବଢ଼ିବାରେ ଲାଗିଥିବା ବେଳେ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଅବକାରୀ ଅଧିକ୍ଷକ ଶ୍ରୀ ପ୍ରବୀଣ କୁମାର ପ୍ରଧାନ ଓ ଚିକିଟୀ ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଶ୍ଵାମିତ୍ର…

ପିଶାଚ ସ୍ୱାମୀର ବର୍ବର କାଣ୍ଡ, ସ୍ତ୍ରୀ ଗଳା କାଟି ଥାନାରେ ଆତ୍ମସମର୍ପଣ

ମାଲକାନଗିରି : ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଘଟିଯାଇଛି ଏକ ଜଘନ୍ୟ ହତ୍ୟାକାଣ୍ଡ । ସ୍ତ୍ରୀଙ୍କୁ ଅତି ବିଭତ୍ସ ଭାବରେ ଏକ ଧାରୁଆ ଅସ୍ତ୍ରରେ ବେକକୁ କାଟି ହତ୍ୟା କରିଛି ସ୍ବାମୀ। ସ୍ତ୍ରୀ ଶ୍ରୀତି ବିଶ୍ୱାସଙ୍କ ବେକ ଓ ମୁହଁରେ ରହିଛି ଗଭୀର କ୍ଷତ। ଗତକାଲି…

ଭୁବନେଶ୍ୱରରେ ଚମକିଲେ ବଣ୍ଡା ଯୁବତି, ସୁନ୍ଦରି ପ୍ରତିଯୋଗିତାରେ ଭାଗ ନେଇ ହେଲେ ଇଉପିଏ ବିଜେତା

ମାଲକାନଗିରି: ମାଲକାନଗିରି ଭଳି ଆଦିବାସୀ ବହୁଳ ବଣ ଜଙ୍ଗଲ ଘେରା ଜିଲ୍ଲାର ଜଣେ ବଣ ମଲ୍ଲୀର ମହକ ଆଜି ସାରା ଓଡିଶାକୁ ବିମହିତ କରିଛିl ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଥିବା ଟ୍ରାଇବାଲ ଗ୍ଲୋବାଲ ଫେଷ୍ଟରେ ଚମକିଛନ୍ତି ମାଲକାନଗିରି ଜିଲ୍ଲାର ବଣ୍ଡାଘାଟିର ଆଦିମ ଜଣଜାତିର ଝିଅ ଆଦିବାରୀ…

୭୬ ତମ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ଛତ୍ରପୁର : ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣ ତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହେବ। ଚଳିତ ବର୍ଷର ସାଧାରଣ ତନ୍ତ୍ର ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବା ନେଇ ଜିଲ୍ଲାପାଳ ଦିବ୍ୟ ଜ୍ଯୋତି ପରିଡାଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଡ.ପ୍ରମୋଦ କୁମାର…

ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ

ବାଲେଶ୍ବର : ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।ଜବରଦଖଲକୁ ଉଚ୍ଛେଦ କରିବାକୁ ପ୍ରଶାସନ…

ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?

ଠକ ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତିଙ୍କ ଚିତାକଟା ନେଟୱାର୍କର ପଲିଟିକାଲ୍‌ ଲିଙ୍କ ଆସିବ କି? ଚର୍ଚ୍ଚାରେ ଥିବା ଦୁଇ ଦୁଇ ଜଣ ପୂର୍ବତନ ମନ୍ତ୍ରୀ ଓ ଜଣେ ବିଧାୟକଙ୍କ ମୁଖା ଖୋଲିବ କି ଭୁବନେଶ୍ୱର କମିସନରେଟ୍‌ ପୁଲିସ? ଫିଟିବ କି ଖଣି ମାଫିଆ, ଠିକାଦାର, ମଦ ମାଫିଆଙ୍କ ଭଳି ବଳଶାଳୀ…

ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା

ମୁମ୍ବାଇ : ଲୋକସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ 'ଇଣ୍ଡିଆ' ମେଣ୍ଟର ଅବସ୍ଥା ଶୋଚନୀୟ। ଗୋଟିଏ ପଟେ ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ଏକପାଖିଆ କରି ମେଣ୍ଟର ସହଯୋଗୀମାନେ ଆମ୍ ଆଦମୀ ପାର୍ଟିକୁ ସମର୍ଥନ ଘୋଷଣା କରିଛନ୍ତି। ଅନ୍ୟପଟେ…

ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ୍ ଲୋକାର୍ପିତ, ୧୮୦୦ ମସିହାରୁ ଦସ୍ତାବିଜ ସଂରକ୍ଷିତ

କଟକ ୧୧।୧: ଉଦଘାଟିତ ହେଲା ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ । କଟକ ସ୍ଥିତ ଜୁଡ଼ିସିଆଲ ଏକାଡେମୀ ନିକଟରେ ଏହି ଆରକାଇଭ ନିର୍ମିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ…