ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ତ୍ରିଭେନ୍ଦ୍ରମ : ଘୃଣା ସୃଷ୍ଟିକାରୀ ବୟାନ ଦେଇଥିବା ଅଭିଯୋଗରେ ଫସିଛନ୍ତି ଜଣେ ବିଜେପି ନେତା। କେରଳ ବିଜେପି ନେତା ପିସି ଜର୍ଜଙ୍କ ନାଁରେ ଏଥିପାଇଁ ରୁଜୁ ହୋଇଛି ମାମଲା। ଜର୍ଜ ଦେଇଥିବା ବୟାନ ଦୁଇ ଧର୍ମର ଲୋକଙ୍କ ମଧ୍ୟରେ ଭେଦଭାବ ସୃଷ୍ଟି କରିବାର ଆଶଙ୍କା ଥିବା କହି ପୁଲିସ୍ ମାମଲା!-->…