ରସୁଲଗଡ଼ ବ୍ରିଜରେ ହତ୍ୟା ଘଟଣା, ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ

ଭୁବନେଶ୍ବର : ଭୁବନେଶ୍ବର ରସୁଲଗଡ଼ ବ୍ରିଜରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏସନ୍ । ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ । ହତ୍ୟା ପରେ ମାରଣାସ୍ତ୍ରକୁ ଏକ ବ୍ୟାଗରେ ପୂରାଇ ଲିଙ୍ଗିପୁର ନିକଟ ଦୟାନଦୀକୁ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ। …

କୋଟାରେ ଅଘଟଣ, ୨୪ ଘଣ୍ଟାରେ ଝୁଲି ପଡ଼ିଲେ ଦୁଇ ଛାତ୍ର

ଅଘଟଣ। ପୁଣି ମୃତ୍ୟୁର ରାସ୍ତା ବାଛିଲେ ଛାତ୍ର। ୨୪ ଘଣ୍ଟାରେ ଝୁଲି ପଡ଼ିଲେ JEE ପରୀକ୍ଷା ପାଇଁ କୋଚିଂ ନେଉଥିବା ଦୁଇ ଛାତ୍ର। ରାଜସ୍ଥାନର କୋଟାରୁ ସାମ୍ନାକୁ ଆସିଛି ପୁଣି ଏଭଳି କିଛି ଅଭିଯୋଗ। ସୂଚନା ମୁତାବକ, କୋଟାର ବିଜ୍ଞାନ ନଗରରେ ରହି JEE ପାଇଁ ପ୍ରସ୍ତୁତ ହେଉଥିବା ୨୦…

ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’

ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଉଦ୍ଘାଟନ କରିଛନ୍ତି ମୋଦି । ଏହାପରେ ଜନତା…

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ…

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଇସ୍ରୋ

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍‌କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ଯ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଇସ୍ରୋ ପକ୍ଷରୁ ସୂଚନା…

ଆସନ୍ତା ୧୩ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ବର: ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଏହି ଦିନମାନଙ୍କରେ ଯେକୌଣସି ବ୍ୟକ୍ତି ମାଗଣାରେ ରାଜଭବନ ଉଦ୍ୟାନ…

ମହାକୁମ୍ଭ ପାଇଁ ଓଡିଶାରୁ ଚାଲିବ ୮ଟି ବସ୍, ମହିଳାଙ୍କୁ ମିଳିବ ୫୦% ରିହାତି

ମହାକୁମ୍ଭ ପାଇଁ ଚାଲିବ ୮ ଟି ବସ୍ । ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡିଶାରୁ ୮ଟି ବସ୍ ଯିବ । ଏନେଇ ସୂଚନା ଦେଲେ ଓଏସଆରଟିସି ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ । ତେବେ ୧୨ ତାରିଖରେ ପ୍ରଥମ ପର୍ଯ୍ୟାୟରେ ବସ୍ ବାହାରିବ । ୮ଟି ବସ୍ ଅଯୋଧ୍ୟା ଅଭିମୁଖେ ବାହାରିବ ।…

ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ

ପୁରୀ:ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ନାଟମଣ୍ଡପ ଭିତରେ ଭକ୍ତ ଶୃଙ୍ଖଳିତ ଭାବେ ପ୍ରବେଶ କରି ଶ୍ରୀଜୀଉଙ୍କୁ ସୁବିଧାରେ ଦର୍ଶନ ପାଇଁ ୬ ଥାକିଆ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ଏନେଇ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସେ ନେଇ ସମସ୍ତ…

ରାଜନୈତିକ ଆକ୍ରୋଶ : ଆସିକା ଏମ.ପି.ସି.ଏସ ପେଟ୍ରୋଲ ପମ୍ପ ରେ ସିଲ..!

ବ୍ରହ୍ମପୁର: ଆସିକା ସମଗ୍ର ଏସିଆ ମହାଦେଶରେ ସମବାୟ ନଗରୀ ରୂପେ ମାନ୍ୟତା ଗ୍ରହଣ କରିଥିଲା। ଆସିକା ଠାରେ ୧୯୩୯ ମସିହାରେ ବହୁମୁଖୀ ସମବାୟ ସେବା ସମିତି ପକ୍ଷରୁ ୧୯୫୭ ମସିହାରେ ଭାରତୀୟ ପେଟ୍ରୋଲ ପମ୍ପ ନିର୍ମାଣ କରାଯାଇଥିଲା। ଯେଉଁ ଦିନ ଠାରୁ ଏହି ପେଟ୍ରୋଲ ପମ୍ପ ସ୍ଥାପିତ ହୋଇଥିଲା ସେ…

ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀଙ୍କୁ ମାଡ ସହ ଶାରୀରିକ ନିର୍ଯ୍ୟାତନା, ଥାନାରେ ଏତଲା

ହିଞ୍ଜିଳିକାଟୁ, ତା ୯।୧: ବିବାହର ୭ ବର୍ଷ ପରେ ସ୍ତ୍ରୀ'ର ଚରିତ୍ରକୁ ସନ୍ଦେହ କରି ମାଡ ମାରିବା ଓ ଶାରୀରିକ ନିର୍ଯ୍ୟାତନା ଦେଉଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନମ୍ବର ୨୫/୨୫ ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରୁଥିବା…