ନିମ୍ନମାନର ବାଲିରେ କାମ ଚାଲିଛି ଗାର୍ଡୱାଳ ନିର୍ମାଣ କାର୍ଯ୍ୟ….

ନିର୍ମାଣ କାଯ୍ୟରେ ନିୟୋଜିତ ଶିଶୁ ଶ୍ରମିକ । ନିଦ୍ରାରେ ଚାଇଲଡ଼ ଲାଇନ । ମାଲକାନଗିରି / କାଲିମେଳା,୦୮|୦୧ : ରାଜ୍ୟରେ ଶାସନ ବଦଳିଲେ ମଧ୍ୟ ବଦଳିନି ପ୍ରଶାସନର ଭୂମିକା । ପୂର୍ବ ସରକାରରେ ଯେମିତି ଅଭିଯୋଗ କଲେ ମଧ୍ୟ କେହି ଶୁଣିବାକୁ ନଥିଲେ । ବର୍ତ୍ତମାନ ମଧ୍ୟ ସମାନ ଅବସ୍ଥା। ପ୍ରିୟା…

କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି

ମାଲକାନଗିରି : କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି । କାନ୍ଥ ଭାଙ୍ଗି ମୋବାଇଲ ଦୋକାନରୁ କୋଟିଏରୁ ଉର୍ଦ୍ଧ ଟଙ୍କାର ମୋବାଇଲ ଫୋନ ଲୁଟି ନେଲେ ଦୁର୍ବୃତ୍ତ । ମାଲକାନଗିରି ଜିଲ୍ଲାର ସବୁ ଠାରୁ ବଡ ମୋବାଇଲ ଦୋକାନ ଭିତରୁ ପ୍ରାୟ ଦେଢ କୋଟି ଟଙ୍କାର ନାମୀ ଦାମୀ ମୋବାଇଲ ଚୋରି କରି ନେଇଛି…

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା ସହ ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍ କରୁଛି ଇଡି…

ଯମୁନା ପଶ୍ଚିମବଙ୍ଗକୁ ଯିବା ଗୁଜବ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ୱର/ ବାରିପଦା: ବାଘୁଣୀ ‘ଜୀନତ୍’ ଓ ‘ଯମୁନା’ ଓଡ଼ିଶାରେ ଅଛନ୍ତି। ଯମୁନା ପଶ୍ଚିମବଙ୍ଗ ଯିବା ଏକ ଗୁଜବ ବୋଲି କହିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ। ସେ କହିଛନ୍ତି, ‘ଜୀନତ୍’ ଓ ଯମୁନା ଶିମିଳିପାଳ ଜଙ୍ଗଲରେ ବୁଲୁଛନ୍ତି। ସେମାନଙ୍କ ବିଷୟରେ ମୁଁ ବରିଷ୍ଠ ବନ…

ଅଖିଲେଶଙ୍କ ପରେ ଦିଲ୍ଲୀ ନିର୍ବାଚନରେ AAPକୁ ସମର୍ଥନ ଘୋଷଣା କଲେ ମମତା

ଦିଲ୍ଲୀ ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ପକ୍ଷରୁ କଂଗ୍ରେସକୁ ଲାଗିଛି ଆଉ ଏକ ଝଟକା। ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ପରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଫେବୃଆରୀ ୫ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟିକୁ ଏହାର ସମର୍ଥନ ଘୋଷଣା କରିଛି।…

ଚାକିରି ପାଇଁ ଠକେଇ ମାମଲା, ସମସ୍ତ ମାମଲାରେ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର: ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ । ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି…

ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଆରପିଏଫ ଏଏସଆଇ

ଭୁବନେଶ୍ୱର: ବର୍ବରତାର ସୀମା ଟପିଲେ ASI । ପ୍ଲାଟଫର୍ମରେ ଯୁବତୀଙ୍କୁ ଏକା ପାଇଁ ସାଥିରେ ନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ ଏଏସଆଇ । ସୁରକ୍ଷା ସ୍ଥାନରେ ଅସୁରକ୍ଷିତ ହୋଇଗଲେ ଯୁବତୀ । ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ କଲେ ଅସଦାଚରଣ । ଅଭିଯୋଗ ପରେ ଗିରଫ…

ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି…

ପ୍ରତ୍ୟର୍ପଣ ଦାବି ଭିତରେ ଶେଖ ହସିନାଙ୍କ ଭିସା ଅବଧି ବଢ଼ାଇଲା ଭାରତ

ବିକ୍ଷୋଭ ଭୟରେ ଦେଶ ଛାଡ଼ି ଭାରତରେ ଆଶ୍ରୟ ନେଇଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଭିସା ଅବଧି ବୃଦ୍ଧି କରାଯାଇଛି। ଅଗଷ୍ଟ ମାସରୁ ଭାରତରେ ଆଶ୍ରୟ ନେଇଥିବା ହସିନାଙ୍କୁ ପ୍ରତ୍ୟର୍ପଣ ପାଇଁ ବାଂଲାଦେଶର ଅନ୍ତରୀଣ ସରକାର ନୂଆଦିଲ୍ଲୀକୁ କହି ଆସୁଛନ୍ତି। ଏପରି ସ୍ଥିତିରେ…

ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ

ଭୁବନେଶ୍ବର: ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ସେ ଆହୁରି କହିଛନ୍ତି, ବିକଶିତ ଭାରତ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା…