ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍ଯାପିତ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଭକ୍ତି, ଶ୍ରଦ୍ଧା ଓ ଆନନ୍ଦ ଉଲ୍ଲାସର ପରିବେଶ ମଧ୍ୟରେ ଖୁଦୁରୁକୁଣୀ ଓଷା ଉଦ୍ଯାପିତ ହୋଇଛି। ପ୍ରତ୍ୟେକ ରବିବାର ଦିନ ଆୟୋଜିତ ହେଉଥିବା ଏହି ଓଷା ଚାରି ପାଳି ପୂଜା କରିବା ପରେ ଉଦଯାପିତ କରିଥିଲେ l ଏହି ଅବସରରେ!-->…